ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମୁଖ୍ୟମନ୍ତ୍ରୀ

ରାଞ୍ଜି, ୧୯।୮: ଝାଡ଼ଖଣ୍ଡ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା କରୋନା ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ମଙ୍ଗଳବାର କରୋନା ପଜିଟିଭ ଆସିଥିଲା। ଏହା ଜଣାପଡ଼ିବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ (ପାନୀୟ ଜଳ ମନ୍ତ୍ରୀଙ୍କ ବ୍ୟତୀତ) ନିଜକୁ ହୋମ୍‌ କ୍ୱାରାଣ୍ଟାଇନରେ ରଖିଛନ୍ତି। ଏଥିସହ ସରକାର ସମସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପ୍ରମୁଖ ସଚିବଙ୍କ ସମେତ କିଛି ବରିଷ୍ଠ ଆଇଏଏସ୍‌ ଅଧିକାରୀ ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନରେ ରହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ। ଏହାପରେ ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ତାଙ୍କ ସହ ସମ୍ପର୍କରେ ଥିବା କିଛି ବିଧାୟକ ମଧ୍ୟ କ୍ୱାରାଣ୍ଟାଇନରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬୮ ଯାତ୍ରୀଙ୍କୁ ନେଇ ହିଣ୍ଡନ ଏୟାରବେସରେ ପହଞ୍ଚିଲା ସି-୧୭ ଗ୍ଲୋବମାଷ୍ଟର, ଅଛନ୍ତି ଭାରତୀୟଙ୍କ ସହ ଆଫଗାନୀ ଯାତ୍ରୀ

ନୂଆଦିଲ୍ଲୀ,୨୨ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା ପ୍ରକ୍ରିୟା ଜାରି ରହିଛି ।...

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି ।...

ଯୁବତୀଙ୍କ ବିବାହ ବୟସ ବୃଦ୍ଧି ଆବେଦନ ଖାରଜ

ନୂଆଦିଲ୍ଲୀ,୨୧ା୨: ଯୁବତୀଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଖାରଜ ହୋଇଯାଇଛି। ଯୁବତୀଙ୍କ ବିବାହ ପାଇଁ ବୟସ ସୀମା...

୧୨ହଜାର କର୍ମଚାରୀଙ୍କୁ ଛଟେଇ କରିବ ଆଲ୍‌ଫାବେଟ୍‌

ନୂଆଦିଲ୍ଲୀ,୨୦।୧: ବର୍ତ୍ତମାନ ସମୟରେ ଟେକ୍ନୋଲୋଜି କ୍ଷେତ୍ରର ଅନେକ ବଡ଼ କମ୍ପାନୀ ଛଟେଇ କରୁଛନ୍ତି। ଏହି କ୍ରମରେ ଗୁଗୁଲର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ୍‌ ବିଶ୍ୱବ୍ୟାପି ଏହାର ୧୨ହଜାର...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ କେବଳ କଂଗ୍ରେସକୁ ଟାର୍ଗେଟ କରନ୍ତି: ଥରୁର

ନୂଆଦିଲ୍ଲୀ,୮ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ଲୋକ ସଭାରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ବିରୋଧି କଂଗ୍ରେସକୁ...

ପାଟନାରେ ବନ୍ଦ ଘରେ ବିସ୍ଫୋରଣ: ତଦନ୍ତ ଜାରି

ପାଟନା,୧୦।୨: ବିହାର ପାଟନାରେ ଏକ ବନ୍ଦ ଘରେ ସୋମବାର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।...

କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍‌ରେ ୩୬ ହଜାର କିମି

ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍‌ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍‌ନାଟ୍‌ କଲୋନେଲ୍‌ ଭାରତ ପାନ୍ନୁ ଗିନିଜ୍‌ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬...

Advertisement
Archives

Model This Week