ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ। ଏବେ ସେ ନିଜକୁ ଆଇସୋଲେଶନରେ ରଖିଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ଶୀଘ୍ର ପରୀକ୍ଷା କରାଇ ନେବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ରଘୁ ଶୀଘ୍ର ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ବୈଠକରୁ ଉଠି ଆସିଲେ ରାହୁଲ

ନୂଆଦିଲ୍ଲୀ,୧୪।୭: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ଉପରେ ଆଲୋଚନା ନ କରିବାରୁ ପ୍ରତିରକ୍ଷା କମିଟି ବୈଠକ ଅଧାରୁ ଉଠି ଆସିଛନ୍ତି କଂଗ୍ରେସ ନେତା...

ସବୁ ଘରକୁ ଏଲ୍‌ପିଜି ସଂଯୋଗରେ ପ୍ରଥମ ରାଜ୍ୟ ହିମାଚଳ ପ୍ରଦେଶ

ଶିମ୍‌ଲା,୨୭।୧୨: ହିମାଚଳ ପ୍ରଦେଶର ପ୍ରତି ଘରକୁ ମିଳିଲା ଏଲ୍‌ପିଜି କନେକଶନ। ଶୁକବ୍ରାର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏହି ଘୋଷଣା କରିବା ସହ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା...

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ...

ବୀରପ୍ପାନଙ୍କ ଝିଅ ଭାଜପାରେ ଯୋଗଦେଲେ

ଚେନ୍ନାଇ,୨୪।୨: ବୀରପ୍ପାନଙ୍କ ଝିଅ ବିଦ୍ୟା ରାନୀ ଭାଜପାରେ ଯୋଗଦେଇଛନ୍ତି। ତାମିଲନାଡୁର କୃଷ୍ଣାଗିରିଠାରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ଭାଜପା ମହାସଚିବ ମୂରଲୀଧର ରାଓ ଏବଂ ପୂର୍ବ କେନ୍ଦ୍ରମନ୍ତ୍ରୀ...

ନିରାଶ୍ରୟଙ୍କୁ ମିଳିଲା ରନ୍ଧାଖାଦ୍ୟ

ଆସିକା,୨୭ା୩ (ଡି.ଏନ୍‌.ଏ.): ଜନସାଧାରଣଙ୍କୁ ଘର ପାଖରେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯୋଗାଇବା ଲାଗି ଆସିକା ଏନ୍‌ଏସି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ତେଜରାତି ଜିନିଷ,...

କେନ୍ଦ୍ର ସରକାରଙ୍କ ଆଡ଼କୁ ଢଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ କେନ୍ଦ୍ରର ଭାଜପା ସରକାରଙ୍କ ଆଡକୁ ଢଲିଥିବା ଲକ୍ଷ୍ୟ କରାଯାଇଛି। ଦିଲ୍ଲୀର ଉନ୍ନତି ପାଇଁ ସେ କେନ୍ଦ୍ର ସରକାରଙ୍କ...

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି...

ଭୁଲ କରିଥିଲେ ଦଣ୍ଡ ଭୋଗିବି : ତାପସୀ

ମୁମ୍ବାଇ, ୮।୩ : ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଘର ଉପରେ ଗତ ସପ୍ତାହରେ ଚଢ଼ାଉ କରିଥିଲା ଆୟକର ବିଭାଗ (ଆଇଟି)। ଏ ସମ୍ପର୍କରେ ସୋମବାର ପ୍ରଥମ...

Advertisement


Archives

Model This Week