ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ। ଏବେ ସେ ନିଜକୁ ଆଇସୋଲେଶନରେ ରଖିଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ଶୀଘ୍ର ପରୀକ୍ଷା କରାଇ ନେବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ରଘୁ ଶୀଘ୍ର ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି।...

ଜାତୀୟ ଜଳମାର୍ଗ ବିଲ୍‌:ବିରୋଧ କରିଥିଲେ ଅଧିକାଂଶ ରାଜ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.):କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଜାତୀୟ ଜଳମାର୍ଗ ବିଲ୍‌କୁ ବିଭିନ୍ନ ରାଜ୍ୟ ବିରୋଧ କରିଥିଲେ। ଏପରିକି ଭାଜପା ଶାସିତ ରାଜ୍ୟଗୁଡ଼ିକ ମଧ୍ୟ ଏହା ସପକ୍ଷରେ ନ...

କଂଗ୍ରେସକୁ ପ୍ରଥମ ସଫଳତା

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଫଳାଫଳ ଧୀରେ ଧୀରେ ଆସିବାରେ ଲାଗିଛି । ମିଳିଥିବା...

ଆଜି ଦାୟିତ୍ୱ ନେବେ ଖାର୍ଗେ

ନୂଆଦିଲ୍ଲୀ,୨୬।୧୦ (ପି.ଟି.): ନବନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଉତ୍ସବ ଲାଗି ଏଆଇସିସି ମୁଖ୍ୟାଳୟରେ...

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ...

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫...

ଫାରୁକ ଅବଦୁଲ୍ଲା-ମେହବୁବା ସବୁଠାରୁ ବଡ ଦେଶଭକ୍ତ, କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସମର୍ଥନ ସଂଗ୍ରହ ପାଇଁ ଶନିବାର ଜମ୍ମୁ-କଶ୍ମୀରରେ ପହଞ୍ଚଛନ୍ତି। ଗଣମାଧ୍ୟମ ସାମ୍ନାରେ ସିହ୍ନା ରାଜ୍ୟର...

ମୁଖ୍ୟମନ୍ତ୍ରୀ ଗେହଲଟ ଗ୍ରହଣ କଲେ ୩ ମନ୍ତ୍ରୀଙ୍କ ଇସ୍ତଫା ପତ୍ର, ଗୋଟିଏ ଦିନ ପରେ ଶପଥଗ୍ରହଣ

ଜୟପୁର,୨୦ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାରର ୩ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମିଳିଥିବା ସଦ୍ୟ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week