ଲଞ୍ଚ ହେଲା ଭାରତର ପ୍ରଥମ ନାଜାଲ ଭାକ୍ସିନ: ଜାଣନ୍ତୁ କେତେ ରହିଛି ଏହାର ଦାମ୍‌

ନୂଆଦିଲ୍ଲୀ,୨୬।୧: କରୋନା ସହ ମୁକାବିଲା ପାଇଁ ଭାରତ ଆଉ ଗୋଟିଏ ପାଦ ଆଗକୁ ବଢ଼େଇଛି। ଜାନୁଆରୀ ୨୬ ଅର୍ଥାତ୍‌ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତରେ ତିଆରି ହୋଇଥିବା ପ୍ରଥମ ନାଜାଲ କୋଭିଡ ଭାକ୍ସିନ ଲଞ୍ଚ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଜିତେନ୍ଦ୍ର ସିଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ନାଜାଲ କୋଭିଡ ଭାକ୍ସିନ ‘ଇନ୍‌କୋଭାକ’କୁ ଲଞ୍ଚ କରିଛନ୍ତି। ଏହା ପୂର୍ବରୁ ଏହି ଭାକ୍ସିନର ନାମ ବିବିଭି୧୫୪ ରହିଥିଲା। ତେବେ ଏହି ଭାକ୍ସିନ ସରକାରଙ୍କୁ ପ୍ରତି ଡୋଜ୍‌ ପିଛା ୩୨୫ଟଙ୍କା ଏବଂ ଘରୋଇ ହସ୍ପିଟାଲ ପାଇଁ ଏହାର ମୂଲ୍ୟ ୮୦୦ଟଙ୍କା ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦକ ବିଜେତାଙ୍କ ସହ ଫୋନ୍‌ରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୮: ସୋମବାର ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟ୍‌ମାନେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଅବନୀ ଲେଖରା ଶୁଟିଂରେ ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ଯୋଗେଶ...

ନୁପୂରଙ୍କୁ ରାଜ୍‌ ଠାକ୍‌ରେଙ୍କ ସମର୍ଥନ

ମୁମ୍ବାଇ,୨୪।୮: ଏକ ନ୍ୟୁଜ୍‌ ଚ୍ୟାନେଲରେ ବିତର୍କ ବେଳେ ପ୍ରଫେଟ ମହମ୍ମଦଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପାରୁ ନିଲମ୍ବିତ ହୋଇଥିବା ମୁଖପାତ୍ର ନୁପୂର ଶର୍ମାଙ୍କୁ ମହାରାଷ୍ଟ୍ର...

ଘରେ ଲାଗିଗଲା ନିଆଁ: ଶ୍ୱାସରୁଦ୍ଧ ହୋଇ ଗୋଟିଏ ପରିବାରର ୬ ମୃତ

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀର ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ନିଆଁ ଲାଗିଯିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ଘଟିଛି।...

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ...

ଦୁର୍ଘଟଣାରେ ପ୍ରାଣ ହରାଇଲେ ବିଚାରପତି

ଭୋପାଳ,୩।୪: ଏକ ସଡ଼କ ଦୁର୍ଘଟଣାରେ ମଧ୍ୟପ୍ରଦେଶ ଛତ୍ରପୁର ଜିଲା ଅଦାଲତର ବିଚାରପତିଙ୍କ ମୃତ୍ୟୁ ଘଟିଛି। ଏଥିରେ ତାଙ୍କର ସହକର୍ମୀ ଓ ଅନ୍ୟ ଜଣେ ଗୁରୁତର ଆହତ...

ଓକିଲ ଧର୍ମଘଟ ରୋକିବାକୁ ଯୋଜନା କର

ନୂଆଦିଲ୍ଲୀ,୨୫ା୧: ଓଡ଼ିଶାର ବିଭିନ୍ନ ଭାଗରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଏହି...

ଫେବୃୟାରୀ ୧୬ରେ ତ୍ରିପୁରାରେ, ଫେବୃୟାରୀ ୨୭ରେ ମେଘାଳୟ-ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ, ମାର୍ଚ୍ଚ ୨ରେ ଭୋଟ ଗଣତି…

ନୂଆଦିଲ୍ଲୀ,୧୮।୧ : ଦେଶର ତିନୋଟି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ବିଧାନସଭା ନିର୍ବାଚନ ସମ୍ପର୍କରେ ଘୋଷଣା ହୋଇଛି। ତ୍ରିପୁରାରେ ୧୬ ଫେବୃୟାରୀରେ ମତଦାନ...

ବିଗ୍‌ ବି ଫିଲ୍ମ ‘ପୋଜେକ୍ଟ-କେ’ର ଶୁଟିଂ ସେଟରେ ଆହତ…

ହାଇଦ୍ରାବାଦ,୬।୩ : ହାଇଦ୍ରାବାଦରେ ଫିଲ୍ମ ’ପ୍ରୋଜେକ୍ଟ-କେ’ର ଶୁଟିଂ ସମୟରେ ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଆହତ ହୋଇଛନ୍ତି। ବିଗ ବି ତାଙ୍କ ବ୍ଲଗ ମାଧ୍ୟମରେ ଆଘାତ...

Advertisement
Archives

Model This Week