ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ: କହିଲେ…

ଭୁବନେଶ୍ୱର,୭।୨: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ହସ୍ପିଟାଲରେ ପହଞ୍ଚି ସୁଶାନ୍ତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରି ଫେରିଛନ୍ତି। ସୁଶାନ୍ତ ସ୍ବାସ୍ଥ୍ୟାବସ୍ଥା ପୂର୍ବାପେକ୍ଷା ବର୍ତ୍ତମାନ ଭଲ ଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଯାହା ଆବଶ୍ୟକ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ
କହିଛନ୍ତି।

କିଛି ଦିନ ତଳେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲରେ ପହଞ୍ଚି ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଥିଲେ। ଏପରିକି ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଏହାସହ ସୁଶାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ…

୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…

ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ…

ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ

ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ…

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ…

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri