ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୫।୮: ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ସୋମବାର ଜିଲାସ୍ତରୀୟ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ, ଏସ୍‌ପି ସ୍ମିତ ପି. ପରମାର୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ...

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର...

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି...

ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା,୨୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଗୁରୁପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ। ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି...

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ...

ଜର୍ମାନରେ ଗବେଷଣା କରିବେ ବୀରମହାରାଜପୁରର ଯୁବ ବୈଜ୍ଞାନିକ ଶିଭାଜିତ୍‌

ଅମରପାଲି,୨୨ା୭(ପୀତାମ୍ବର ସାହୁ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଂଘର୍ଷ କରିବାକୁ ପଡ଼େ ଏବଂ ସଂଘର୍ଷ କଲେ ସଫଳତାର ଶୀର୍ଷରେ ପହଞ୍ଚିବାର ସୁଯୋଗ ମିଳେ। ପ୍ରତିକୂଳ ପରିସ୍ଥିତିରେ ବି...

ବୁଲା ଷଣ୍ଢ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲି ଯୋଡ଼ି ଗ୍ରାମରେ ସୋମବାର ବୁଲା ଷଣ୍ଢ ଆକ୍ରମଣରେ ଜଣେ ୭୦...

ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri