କରୋନା ଟିକା ନେବା ହେଲା ଏପରି ଅବସ୍ଥା, ଅଭିନେତ୍ରୀ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସାହାଯ୍ୟ

ମୁମ୍ବାଇ: ସମଗ୍ର ଦେଶରେ କରୋନା ଟିକାକରଣ ଜାରି ରହିଛି। କିଛି ବଲିଉଡ୍‌ ଅଭିନେତ୍ରୀ କରୋନା ଟିକା ଲଗାଇ ସାରିଛନ୍ତି। ଏଥିମଧ୍ୟରୁ ଅଭିନେତ୍ରୀ ଆହାନା କୁମରାଙ୍କ ମା-ବାପା କରୋନା ଟିକା ନେଇଥିଲେ। ବର୍ତ୍ତମାନ ଏହି ଟିକାକରଣର ପ୍ରମାଣପତ୍ର ହାସଲ କରିବାକୁ ନାନା ଅସୁବିଧା ଦେଖାଦେଇଛି। ଆହାନା ଏନେଇ ଟୁଇଟ୍‌ କରି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ସହାୟତା ମାଗିଛନ୍ତି।

ଆହାନା ଟୁଇଟ୍‌ କରି କହିଛନ୍ତି, ‘ ମୋ ବାପା ସୁଶୀଲ କୁମାର କୁମରା ଏବଂ ମା ବାଲ୍ୟାନ କୁମରା ୯ ମାର୍ଚ୍ଚ ସକାଳ ୧୦ଟା ୫୩ରେ @bkchospitalରେ କରୋନା ଟିକା ନେଇଥିଲେ। ମାତ୍ର ଏହି ସମୟ ଭୁଲ ଦେଖାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଟିକାକରଣ ସାର୍ଟିଫିକେଟ ଡାଉନଲୋଡ ହୋଇନାହିଁ। କେହି ସାହାଯ୍ୟ କରିବେ କି?

ତାଙ୍କ ଟୁଇଟ୍‌ ଉପରେ ଜଣେ ୟୁଜର ଲେଖିଛନ୍ତି, ସବୁଠୁ ଭଲ ହେବ ଆଉ ଥରେ ଯାଞ୍ଚ କରିନିଅନ୍ତୁ। ୟୁଜରଙ୍କ ଏହି ଟୁଇଟ୍‌ ପରେ ଆହାନା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହାୟତା ମାଗି ଲେଖିଛନ୍ତି, ମୁଁ ସେଣ୍ଟରରେ ପଚାରିସାରିଛି। ମାତ୍ର ଏଠାରୁ କୌଣସି ଉତ୍ତର ମିଳୁନାହିଁ। ଏଥିସହିତ ଅନ୍ୟାନ୍ୟ ସମସ୍ୟା ବିଷୟରେ ଆହାନା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କି ପ୍ରକାର ପଦକ୍ଷେପ ନେଉଛନ୍ତି ତାହା ପରେ ଆହାନା ଜଣାଇବେ ବୋଲି ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?