୯ ଦିନରେ ଦୁଇଗୁଣା କରୋନା ସଂକ୍ରମଣ ନେଇ ରାଜ୍ୟଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ: ସତର୍କ ରୁହ, ରାଜନୀତିଠାରୁ ରୁହ ଦୂରେଇ…

ନୂଆଦିଲ୍ଲୀ,୨୦।୧୨ : ଦେଶରେ ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ରାଜନୀତିର ଉର୍ଦ୍ଧ୍ୱକୁ ଉଠି ଏକାଠି କାମ କରିବାକୁ ସେ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି।

ସତର୍କ ରହିବା ସହିତ ରାଜନୀତିଠାରୁ ଦୂରେଇ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଯାହାଦ୍ୱାରା କରୋନା ସହିତ ଲଢ଼ିବାରେ ସମନ୍ବ ରହିବା ସହିତ ଏହି କାର୍ଯ୍ୟ ସହଜ ହୋଇ ପାରିବ।

ଡାକ୍ତରଖାନାର ପ୍ରସ୍ତୁତି ପାଇଁ ମକ ଡ୍ରିଲ, ମନିଟରିଂ ଏବଂ ଯଥାସମ୍ଭବ ଲୋକଙ୍କ ନିକଟରେ ପହଞ୍ଚିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। କେରଳ ପରେ କରୋନାର ନୂଆ ଭ୍ୟାରିଆଣ୍ଟ ଜେଏନ.୧ ଏବେ ମହାରାଷ୍ଟ୍ର ଏବଂ ଗୋଆରେ ବ୍ୟାପିବାରେ ଲାଗିଛି। ବାଜିଛି। ଏହି ଦୁଇ ରାଜ୍ୟରେ ନୂଆ ଭ୍ୟାରିଆଣ୍ଟ ଜେଏନ.୧ର ୧୯ ଟି ମାମଲା ରିପୋର୍ଟ କରାଯାଇଛି। ଗତ ନଅ ଦିନ ମଧ୍ୟରେ କରୋନା ମାମଲାରେ ବହୁତ ବୃଦ୍ଧି ଘଟିଛି। ଏହା ଦ୍ୱିଗୁଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri