Posted inରାଜ୍ୟ

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି  । ଯଦି କିଛି ସମସ୍ୟା ହେବ ତାହାକୁ ସମାଧାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

୨୦୧୮ ମସିହାରେ ସାମ୍ବାଦିକଙ୍କ ପାଇଁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆରମ୍ଭ ହୋଇଥିଲା । ପୂର୍ବରୁ ଦୁଇ ଲକ୍ଷର ବୀମା ରହିଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ପାଞ୍ଚ ଲକ୍ଷ କରାଯାଇଥିଲା । ବର୍ତ୍ତମାନ ସରକାର ଏହି ଯୋଜନାର ରୂପରେଖ ବଦଳାଇବା ନେଇ ଚର୍ଚ୍ଚା ହୋଇଥିବା ବେଳେ ଏହାକୁ ନେଇ ସାମ୍ବିଦକ ମହଲରେ ଅସନ୍ତୋଷ ଦେଖାଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri