ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩ ଦିନ ପୂର୍ବରୁ ଯାହା ସବୁ ଟେଷ୍ଟ ହେବ ତାହା ଆୟୂଷ୍ମାନ ପ୍ୟାକେଜରେ ରହିବ। ଗାଇଡ୍‌ଲାଇନ୍‌ ନ ମାନିଲେ ହସ୍ପିଟାଲ ବିରୋଧରେ କଡ଼ା ଆକ୍ସନ ନିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri