ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତ୍ୟେକ ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୧।୬: ଆଜି ରାଜ୍ୟରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀରରେ ଯୋଗ ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯୋଗ ଓ ଆୟୁର୍ବେଦର ପ୍ରଚାର ପାଇଁ ପ୍ରତ୍ୟେକ ପଞ୍ଚାୟତରେ ଆରୋଗ୍ୟମ ସେଣ୍ଟର ଖୋଲିବ। ପ୍ରତି ଆରୋଗ୍ୟମ ସେଣ୍ଟରରେ ଯୋଗ ଶିକ୍ଷକ ରହିବେ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି।

ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ ହୋଇ ଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କଲେ ଶରୀର ସୁସ୍ଥ ରହିଥାଏ। ଯୋଗ ଗୋଟିଏ ଦିନ ନୁହେଁ ସବୁଦିନ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri