ଆପୋଲୋରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଛାତିକୁ ରବିବାର ଗୁଳିମାଡ଼ ହୋଇଛି। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ମନ୍ତ୍ରୀଙ୍କୁ ଗୁଳିମାଡ଼ କରିଛନ୍ତି। ଏଥିରେ ଗୁରୁତର ହୋଇପଡ଼ିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତାଙ୍କୁ ଝାରସୁଗୁଡ଼ା ହସ୍ପିଟାଲକୁ ନିଆଯାଇଥିଲା। ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ଭିତରେ ମନ୍ତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆପୋଲୋ ହସ୍ପିଟାଲ ଅଣାଯାଇଛି। ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ୫ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲରେ ଉପସ୍ଥିତ ରହି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri