ଆପୋଲୋରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଛାତିକୁ ରବିବାର ଗୁଳିମାଡ଼ ହୋଇଛି। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ମନ୍ତ୍ରୀଙ୍କୁ ଗୁଳିମାଡ଼ କରିଛନ୍ତି। ଏଥିରେ ଗୁରୁତର ହୋଇପଡ଼ିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତାଙ୍କୁ ଝାରସୁଗୁଡ଼ା ହସ୍ପିଟାଲକୁ ନିଆଯାଇଥିଲା। ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ଭିତରେ ମନ୍ତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆପୋଲୋ ହସ୍ପିଟାଲ ଅଣାଯାଇଛି। ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ୫ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲରେ ଉପସ୍ଥିତ ରହି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦...

ଟ୍ରେନ୍‌ ଯାତ୍ରୀଙ୍କ ପ୍ରବେଶ, ପ୍ରସ୍ଥାନରେ କଟକଣା

ଭୁବନେଶ୍ୱର,୧୩।୪ (ବ୍ୟୁରୋ) :ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯାତ୍ରୀ ଭିଡର ପ୍ରଭାବଶାଳୀ ପରିଚାଳନା ଓ...

ପିଲାଙ୍କ ଘରେ ଖାଦ୍ୟ ପହଞ୍ଚାଇବେ ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତା ପାଇଁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏ ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ...

ନବଜାତ ଶିଶୁଙ୍କ ଚିକିତ୍ସାରେ ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୮ା୫: ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ(ଏସ୍‌ଏନ୍‌ସିୟୁ) ରାଜ୍ୟରେ ଶ୍ରେଷ୍ଠ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ।...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

୮ଲକ୍ଷ ୯୬ହଜାର ପଞ୍ଜୀକୃତ ବେକାରି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢୁଛି। ଦକ୍ଷତା ବିକାଶ ମାଧ୍ୟମରେ ସରକାର ଯେତେ ପ୍ରଚେଷ୍ଟା କଲେ ବି ଓଡ଼ିଶାରୁ ବେକାରି ସମସ୍ୟା ଦୂର ହେଉନି।...

ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ...

Advertisement
Archives

Model This Week