Posted inଜାତୀୟ

ଧର୍ମଘଟ ବନ୍ଦ କରିବାକୁ ଡାକ୍ତରମାନଙ୍କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅପିଲ୍‌: ସୁରକ୍ଷା ଆଇନ ପାଇଁ ଗଠନ କରାଯିବ କମିଟି

ନୂଆଦିଲ୍ଲୀ,୧୭।୮: ଫେଡେରେସନ ଅଫ ରେସିଡେଣ୍ଟ ଡାକ୍ତର ଆସୋସିଏସନ, ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଏବଂ ଦିଲ୍ଲୀର ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲର ରେସିଡେଣ୍ଟ ଡାକ୍ତର ଆସୋସିଏସନ ପ୍ରତିନିଧୀମାନେ ନୂଆଦିଲ୍ଲୀରେ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ରେସିଡେଣ୍ଟାଲ ଡାକ୍ତରଙ୍କ ସହ ଘଟିଥିବା ଘଟଣାକୁ ନେଇ କୋଲକାତା କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟକୁ ଭେଟିଛି।

ଏହି ସମୟରେ ଆସୋସିଏସନ ସେମାନଙ୍କ କର୍ମକ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପ୍ରତିନିଧୀଙ୍କ ଦାବିକୁ ଶୁଣି ଡାକ୍ତରଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମକୁ ନିଶ୍ଚିତ କରିଥିଲେ।
ଏହି ବୈଠକ ପରେ ସମସ୍ତ ସଙ୍ଗଠନର ପ୍ରତିନିଧୀଙ୍କୁ ସୂଚନା ଦିଆଯାଇଥିଲା ଯେ, ସରକାର ପରିସ୍ଥିତି ବିଷୟରେ ଅବଗତ ଅଛନ୍ତି ଏବଂ ସେମାନଙ୍କ ଦାବି ପ୍ରତି ସମ୍ବେଦନଶୀଳ ଅଟନ୍ତି। ୨୬ଟି ରାଜ୍ୟ ନିଜ ରାଜ୍ୟରେ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ଆଇନ ପ୍ରଣୟନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri