Health Tips: ୪୦ ଟପିଲେ ଦେଖାଯାଏ ସ୍ବାସ୍ଥ୍ୟ ସମସ୍ୟା: ଡାଇବେଟିସ୍‌, ବ୍ଲଡପ୍ରେସର ବ୍ୟତୀତ ବର୍ଷକୁ ଅତିକମ୍‌ରେ ଥରେ କରାଇ ନିଅନ୍ତୁ …

ବୟସ ୪୦ ଟପୁଟପୁ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଏ । ଡାଇବେଟିସ, ବ୍ଲଡପ୍ରେସର ତ ଏବେ ସାଧାରଣ ସ୍ବାସ୍ଥ୍ୟ ସମସ୍ୟାରେ  ପରିଣତ ହୋଇଗଲାଣି। ଏହାବ୍ୟତୀତ କାଶ, ଥଣ୍ଡା, ଆଣ୍ଠୁଗଣ୍ଠି ଯନ୍ତ୍ରଣା ସମସ୍ୟା ଅଧିକଂଶ ଦେଖାଯାଉଛି। ଏନେକ ସମୟରେ ଏହାବି ଦେଖିବାକୁ ମିଳେ ସାମାନ୍ୟ ଥଣ୍ଡା ଟିକେ ହେଲେ ଆମେ ଘରେ ଥିବା ମେଡିସିନ ଖାଇଦେଉ ମାତ୍ର ଏହାର ଏକ୍ସପାଏରୀ ଦେଖି ନ ଥାଉ ତେଣୁ ଜାଣନ୍ତୁ ସ୍ବାସ୍ଥ୍ୟଜନିତ କିଛି ଟିପ୍ସ, ଯାହା ଜାଣିବା ଅତ୍ୟନ୍ତ ଆବଶ୍ୟକ।

ମହୁ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ବିଶେଷ କରି ଏହା ଥଣ୍ଡାରୁ ଆମକୁ ଉପଶମ ଦେଇଥାଏ। ଏହାକୁ ପ୍ରତିଦିନ ସକାଳୁ ଉଷୁମ ପାଣି ସହ ମିଶାଇ ପିଇବା  ସ୍ବାସ୍ଥ୍ୟପାଇଁ ଭଲ।
ଅଣ୍ଟାଜନିତ କିଛି ସମସ୍ୟା ଥିଲେ ବସିବା ଉଠିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। କୌଣସି ସ୍ଥାନରେ ବସିଥିଲେ ହଠାତ୍‌ ଉଠନ୍ତୁ ନାହିଁ। କୌଣସି ଜିନିଷ ନେବା ଆଣିବା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ଯଦି ଆପଣଙ୍କର କିଛି ସ୍ବାସ୍ଥ୍ୟଜନିତ ସମସ୍ୟା ରହିଛି, ତେବେ ଖାଦ୍ୟପେୟ ଓ ଜୀବନଶୈଳୀ ପ୍ରତି ଦୃଷ୍ଟି ଦିଅନ୍ତୁ। ଅଭିଜ୍ଞ ଡାକ୍ତରଙ୍କ ସହ ମଧ୍ୟ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।
ନିଜ ଓଜନକୁ ସବୁବେଳେ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧ ଘଣ୍ଟାଏ ଚାଲନ୍ତୁ ଏବଂ ଓଜନ କମିବା ଭଳି ବ୍ୟାୟାମ କରନ୍ତୁ।ଘରେ ଯଦି କୌଣସି ଔଷଧ ରଖିଛନ୍ତି ତେବେ ତାହାର ଏକ୍ସପାଏରି ତାରିଖ ପ୍ରତି ସଚେତନ ରୁହନ୍ତୁ।
ବୟସ ୪୦ ଟପିଲେ କେତେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏହି ସମୟରେ ଡାଇବେଟିସ୍‌, ବ୍ଲଡପ୍ରେସର ବ୍ୟତୀତ ବର୍ଷକୁ ଅତିକମ୍‌ରେ ଥରେ ସମ୍ପୂର୍ଣ୍ଣ ଶରୀର ପରୀକ୍ଷା କରାଇ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri