ଠିକା ସ୍ବାସ୍ଥ୍ୟ କର୍ମଚାରୀ, ଆଶା କର୍ମୀଙ୍କୁ ମିଳିବ ଅଧିକ ଟଙ୍କା

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ୍‌ ଡ୍ୟୁଟିରେ ଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଇନ୍‌ସେନଟିଭ୍‌ ମିଳିବ। ଆଉଟ୍‌ ସୋର୍ସ କର୍ମଚାରୀଙ୍କୁ ମାସକର ଦରମା ଅଧିକ ମିଳିବ ବୋଲି ଘୋଷଣା କରାଯାଇଛି।

ସେହିପରି ଆଶା କର୍ମୀଙ୍କୁ ବି ଅଧିକ ୧୦୦୦ ଟଙ୍କା ମିଳିବ। ଏପ୍ରିଲରୁ ଜୁଲାଇ ପର୍ଯ୍ୟନ୍ତ ଏହି ବର୍ଦ୍ଧିତ ଅର୍ଥ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ...

କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା...

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା...

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି...

ପ୍ରଥମ ଦିନରେ ୩୪୭୭ଙ୍କୁ ଟିକା

ଅନୁଗୋଳ ଅଫିସ,୪ ।୨ ଅନୁଗୋଳ ଜିଲାରେ ସୋମବାରଠାରୁ ୧୫ରୁ ୧୮ ବର୍ଷର ପିଲାଙ୍କ ଟିକାକରଣ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ଟି ଟିକାକରଣ...

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର...

ବିସ୍ଫୋରଣ ସ୍ଥଳକୁ ଦେଖି ଥରିଲେ ଆହତ କର୍ମଚାରୀ

ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ରବିବାର ୫ଦିନ ବିତିଛି। ହେଲେ ବିସ୍ଫୋରଣକୁ ସାମ୍ନା କରିଥିବା ଲୋକ, ପେଟ୍ରୋଲ...

ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍‌ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ...

Advertisement
Archives

Model This Week