Posted inଜାତୀୟ

କରୋନା ଆକ୍ରାନ୍ତଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଚାହୁଁଥିଲେ ସ୍ବାସ୍ଥ୍ୟ କର୍ମୀ

ମୁମ୍ବାଇ, ୧୪ା୪ – ଅନ୍ଧେରୀ ସ୍ଥିତ ଏକ ହୋଟେଲରେ କ୍ୱାରେଣ୍ଟିନରେ ଥିବା ଜଣେ କୋଭିଡ୍‌ ୧୯ ଆକ୍ରାନ୍ତଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି ଜଣେ ସ୍ବାସ୍ଥ୍ୟ କର୍ମୀ। ଏ ନେଇ ବୁଧବାର ପୋଲିସ ପକ୍ଷରୁ କୁହାଯାଇଛି।

ପୀଡ଼ିତା ସୋମବାର ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ କରି ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଥିଲା। ପୋଲିସର ସୂଚନା ଅନୁଯାୟୀ, କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ପରେ ପୀଡ଼ିତା ଅନ୍ଧେରୀର ଏମ୍‌ଆଇଡିସି ଅଞ୍ଚଳର ଏକ ହୋଟେଲ ରୁମ୍‌ରେ କ୍ୱାରେଣ୍ଟିନରେ ରହୁଥିଲେ। ତାଙ୍କୁ ଟଣାଓଟରା କରିବା ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ସ୍ବାସ୍ଥ୍ୟକର୍ମୀ। ଅଭିଯୋଗ ଭିତ୍ତିରେ ପୋଲିସ ଆଇପିସିର ଧାରା ୩୫୪ ରେ ମାମଲା ଦାୟର କରି ଘଟଣାର ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ପିଏଫ୍‌ଆଇକୁ ପ୍ରହାର, ଆର୍‌ଏସ୍‌ଏସ୍‌କୁ ରିହାତି

ନୂଆଦିଲ୍ଲୀ, ୨୯ା୯: କେନ୍ଦ୍ର ସରକାରଙ୍କ ମୁଣ୍ଡବ୍ୟଥା କାରଣ ପାଲଟିଥିବା କଠୋରପନ୍ଥୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଉପରେ ମଙ୍ଗଳବାର ରାତିଅଧିଆ ବଡ଼ କାର୍ଯ୍ୟାନୁଷ୍ଠାନ...

ବିହାର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ପାଟନା,୨୮ ।୧୦: ବିହାର ବିଧାନସଭା ନିର୍ବାଚନ ୨୦୨୦ ପାଇଁ ବୁଧବାର ସକାଳୁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୬...

ଆର୍‌ଏସଏସ, ମୋହନ ଭାଗବତ ବଦଳାଇଲେ ଟୁଇଟର ଡିପି

ନୂଆଦିଲ୍ଲୀ,୧୩ ।୮: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସ୍ୱାଧିନତା ଦିବସ ପୂର୍ବରୁ ତା’ର ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋରେ ତ୍ରିରଙ୍ଗା ଚିତ୍ର ଲଗାଇଛି ।...

ବଳାତ୍କାର ଘଟଣାକୁ ନେଇ ଚୁପ୍‌ ରହିଲେ ଉପ ମୁଖ୍ୟମନ୍ତ୍ରୀ

ପାଟନା,୭।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ସୁଶାସନ ଦେଉଥିବା ଦାବି କରୁଛନ୍ତି ସତ। ହେଲେ ଏବେ ବିହାର ବଳାତ୍କାରୀଙ୍କ ରାଜ୍ୟ ପାଲଟି ଯାଇଛି। ପ୍ରାୟ...

ଆର୍‌ଇଇଟି ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଙ୍କ ଫୁଲ୍‌ହାତ ପୋଷାକ କଟାଗଲା…

ଜୟପୁର,୨୬।୯: ରାଜସ୍ଥାନରେ ରବିବାର ଆର୍‌ଇଇଟି ପରୀକ୍ଷା ଆରମ୍ଭ ହୋଇଛି। ତେବେ ପୌଦ୍ୱାର ସ୍କୁଲ ସ୍ଥିତ ପରୀକ୍ଷା କେନ୍ଦ୍ରରେ କଡ଼ା କଟକଣା ଯୋଗୁ କେତେକ ଛାତ୍ରୀଙ୍କ ଫୁଲ୍‌ହାତ...

ଅହମଦାବାଦରୁ ଆଗ୍ରା ହୋଇ ଦିଲ୍ଲୀ ଯିବେ ଟ୍ରମ୍ପ ଦମ୍ପତି

ନୂଆଦିଲ୍ଲୀ,୨୦।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ବେଳକୁ ବେଳ ଉତ୍ସାହ...

ଯଦି କର୍ନାଟକ ବିଧାନସଭା ନିର୍ବାଚନରୁ ଭାଜପାର ପତନ ଆରମ୍ଭ ହୁଏ, ତେବେ ଖୁସି ହେବି: ମମତା

କୋଲକାତା,୫।୫: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦକ୍ଷିଣ ରାଜ୍ୟରେ ମେ’ ୧୦ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଯଦି ଭାଜପାର ପତନ ଆରମ୍ଭ ହୁଏ, ତେବେ...

Advertisement
Archives

Model This Week