ସ୍ବାସ୍ଥ୍ୟୋପକାରୀ ଧନିଆ ପତ୍ର

ଧନିଆ ପତ୍ରରେ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏଥିରେ ପ୍ରୋଟିନ୍‌, କାର୍ବୋହାଇଡ୍ରେଡ୍‌, ମିନେରାଲ୍‌, କ୍ୟାଲସିୟମ, ଫସଫରସ, ପୋଟାସିୟମ ଏବଂ ଫାଇବର ଆଦି ଭରି ରହିଛି। ନିୟମିତ ଧନିଆ ପତ୍ରରେ ପ୍ରସ୍ତୁତ ଖାଦ୍ୟ ଖାଇଲେ ତାହା ରକ୍ତରେ ସୁଗାର ପରିମାଣକୁ ଅନେକାଂଶରେ ସନ୍ତୁଳିତ ରଖିଥାଏ। ତା’ସହ ଶରୀରରେ ଇନସୁଲିନ ମାତ୍ରା ମଧ୍ୟ ବଢ଼ାଇଥାଏ। ପେଟଜନିତ ସମସ୍ୟା ଦୂର କରିବାରେ ସାହାଯ୍ୟ କରେ ଧନିଆ ପତ୍ର। କେବଳ ସେତିକି ନୁହେଁ, ଏହାକୁ ନିୟମିତ ଖାଇଲେ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। ପେଟ ଦରଜରୁ ମଧ୍ୟ ଏହା ଉପଶମ ଦେଇଥାଏ। ସବୁଜ ଧନିଆ ପତ୍ରରେ ଏପରି ତତ୍ତ୍ୱ ରହିଛି, ଯାହା ଶରୀରରେ କୋଲେଷ୍ଟରଲ ପରିମାଣକୁ ସନ୍ତୁଳିତ ରଖିଥାଏ। ପ୍ରତିଦିନ ଧନିଆ ପତ୍ର ଖାଇବା ଦ୍ୱାରା ଦୃଷ୍ଟି ଶକ୍ତି ପ୍ରଖର ରହିଥାଏ। ଏଥିରେ ଥିବା ଭିଟାମିନ୍‌ ‘ସି’ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା : ଥିଲା ଓ ରହିବ

କରୋନା ଗୋଟିଏ ନିର୍ଜୀବ ଅଣୁ। ଏହାର ବିନାଶ ନାହିଁ। ପରିବେଶରେ ଏହା ତିଷ୍ଠି ରହେ। ବାଦୁଡି, ବଜ୍ରକାପ୍ତା, ସାପ ଓ ସରୀସୃପ ଏହାର ବାହକ। ଉଚ୍ଚ...

ଆଣ୍ଠୁ ଗଣ୍ଠି ଦରଜ ଦୂର କରେ ଲେମ୍ବୁ

ଅନେକ ଘରୋଇ ଉପଚାର ମାଧ୍ୟମରେ ବେଳେ ବେଳେ କିଛି ଜଟିଳ ସମସ୍ୟାରୁ ମୁକ୍ତି ମିଳିଥାଏ । ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ପ୍ରାୟ ପ୍ରତିଦିନ...

ଆବିଲିଟି-ଓ ଥିଲେ ପ୍ରଖର ହୁଏ ସ୍ମରଣଶକ୍ତି

ସାଧାରଣତଃ ଯେଉଁ ବ୍ୟକ୍ତିଙ୍କର ଆଇକ୍ୟୁ (ଇଣ୍ଟେଲିଜେଣ୍ଟ କୋସେଣ୍ଚ) ଯେତେ ଅଧିକ, ସେମାନେ ସେତେ ବୁଦ୍ଧିମାନ୍‌ ବୋଲି କୁହାଯାଏ। ଏମିତିକି ୧୪୦ ଆଇକ୍ୟୁ ଲେବଲ ଥିଲେ ସେମାନଙ୍କୁ...

ବୁଦ୍ଧିମତ୍ତା ବଢ଼ାଏ ଫଳମୂଳ

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ବିଶେଷଭାବରେ ଏହାକୁ ଯଦି ଆମେ ବ୍ରେକଫାଷ୍ଟରେ ସାମିଲ କରିବା ତେବେ ତାହାର...

ବଳକା ତେଲର ବ୍ୟବହାର କରୁଛନ୍ତି କି? ହୋଇପାରେ ଏହିସବୁ ରୋଗ

ଭାରତୀୟ ଖାଦ୍ୟରେ ତେଲର ଭୂମିକା ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ। ଏହା ଖାଦ୍ୟର ସ୍ବାଦ...

ପ୍ରେମ ହେଉଛି ସବୁ ଦୁଃଖର କାରଣ: ଜାଣନ୍ତୁ ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

ଆର୍ଟିଫିସିଆଲ୍‌ ଜୁଏଲେରି ପିନ୍ଧୁଥିଲେ

ସୁନା ରୁପା ବାଦ୍‌ ବର୍ତ୍ତମାନ ଅନେକ ଆର୍ଟିଫିସିଆଲ୍‌ ଜୁଏଲେରିକୁ କେବଳ ଝିଅମାନେ ନୁହନ୍ତି ମହିଳାମାନେ ବେଶ୍‌ ପସନ୍ଦ କରୁଛନ୍ତି। ହେଲେ ଏଗୁଡ଼ିକ ଶୀଘ୍ର ଖରାପନ ହେବା...

ସେଓ ଖିରି

ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାରର ଅଧା କିଲୋଗ୍ରାମ ସେଓ, କ୍ଷୀର ୧ ଲିଟର, ଚିନି ୧୦୦ ଗ୍ରାମ୍‌, ଛୋଟ ଛୋଟ କଟା ହୋଇଥିବା କାଜୁ ୨...

Advertisement
Archives

Model This Week