ଅସ୍ଥିକୁ ମଜଭୁତ ରଖେ ସଜନା ଶାଗ

ସଜନା ଶାଗରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଯଥା-କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌, ଆଇରନ୍‌, ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ନିୟମିତ ସଜନା ଶାଗ ଖାଇଲେ ଏଥିରେ ଥିବା କ୍ୟାଲସିୟମ ତତ୍ତ୍ୱ ଅସ୍ଥିକୁ ମଜଭୁତ ରଖିବାରେ ଅନେକାଂଶରେ ସହାୟକ ହୋଇଥାଏ।
ଏଥିରେ ଆଉ ଏକ ଉପକାରୀ ଗୁଣ ରହିଛି। ରକ୍ତଚାପକୁ ସନ୍ତୁଳିତ ରଖିବାରେ ଅନେକାଂଶରେ ସାହାଯ୍ୟ କରେ ସଜନା ଶାଗ। ଏହା ଲିଭର୍‌ ସେଲ୍‌କୁ କେତେକାଂଶରେ ସୁରକ୍ଷିତ ରଖିଥାଏ। ମେଦବହୁଳତା ସମସ୍ୟା ସହ ଜଡ଼ିତ ବ୍ୟକ୍ତିମାନଙ୍କ ପାଇଁ ଏହା ମଧ୍ୟ ଉପକାରୀ।
ସଜନା ଶାଗ ଶରୀରର ଚର୍ବି ଅଂଶକୁ କମାଇଥାଏ। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ ଗୁଣ ରହିଛି, ଯାହା କେଶମୂଳକୁ ଦୃଢ଼ ରଖିଥାଏ। ଏହା ମଧ୍ୟ ହଜମ ଶକ୍ତିକୁ ଆହୁରି ଦୃଢ଼ କରିଥାଏ। ନିୟମିତ ସଜନା ଶାଗ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରେ। ଆଜ୍‌ମା ରୋଗୀଙ୍କ ପାଇଁ ଏହା ମହୌଷଧି ସଦୃଶ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri