Posted inଜାତୀୟ

୨୩୨ ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ, ୩୧ା୧୦: କେନ୍ଦ୍ର ସରକାର ୨୦୧୯ରେ ଆଣିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଖଲ ୨୩୨ ଆବେଦନର ଶୁଣାଣି ସୋମବାର ହେବ। ସିଜେଆଇ ୟୁ.ୟୁ. ଲଲିତ ଏବଂ ଜଷ୍ଟିସ୍‌ ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠ ଏହି ବିବାଦୀୟ ଆଇନର ଭାଗ୍ୟ ନିର୍ଦ୍ଧାରଣ କରିବେ।

ପୂର୍ବରୁ କୋଭିଡ୍‌-୧୯ ମହାମାରୀ ଯୋଗୁ ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଶୁଣାଣି ହୋଇପାରି ନ ଥିଲା। ଗତ ସେପ୍ଟେମ୍ବର ୧୨ରେ ସିଜେଆଇଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ୩ ଜଣିଆ ଖଣ୍ଡପୀଠରେ ଆଗକୁ ବିଚାର କରାଯିବ ବୋଲି କହିଥିଲେ। ପ୍ରକାଶ ଯେ, ଇଣ୍ଡିଆନ୍‌ ୟୁନିୟନ୍‌ ମୁସ୍‌ଲିମ ଲିଗ୍‌, ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ, ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ସମେତ ଅନେକ ରାଜନୈତିକ ଦଳ ଓ ସଙ୍ଗଠନ ପକ୍ଷରୁ ସିଏଏର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସିଏଏ କେବଳ ଆଇନ ଉପରେ ଗୁରୁତ୍ୱ ଦେଇ ବେଆଇନ ଅନୁପ୍ରବେଶକୁ ବାରଣ କରିଛି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସତ୍ୟପାଠରେ ଦର୍ଶାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri