୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।...

ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ, କହିଲେ ସରେଣ୍ଡର କର ନ ହେଲେ…

ଭୁବନେଶ୍ୱର,୨୨।୧:ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ କରୁଛି ସରେଣ୍ଡର କରିଯାଆନ୍ତୁ ।...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri