ମେ’ ୫ ରେ ଜିଲାପାଳ, SP ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି; ୨ ରୁ ଅନଲାଇନ ପଞ୍ଜୀକରଣ

ଭୁବନେଶ୍ୱର,୧।୫: ଆସନ୍ତା ମେ ୫ ତାରିଖ ସୋମବାର ସମସ୍ତ ଜିଲାରେ ଅନୁଷ୍ଠିତ ହେବାକୁ ଥିବା ଜିଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ(https://janasunani.odisha.gov.in/)ବ୍ୟବହାର କରି ସଂପୃକ୍ତ ଜିଲାପାଳ ଏବଂ ଜିଲା ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲାପାଳ ଏବଂ ଜିଲା ଆରକ୍ଷୀ ଅଧିକ୍ଷକଙ୍କୁ ଜଣାଇପାରିବେ । ଏତଦ୍ ଭିନ୍ନ, ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri