Posted inଜାତୀୟ

କୃଷି ଆଇନ ବିରୋଧରେ ଆବେଦନର ଶୁଣାଣି ୧୧ରେ

ନୂଆଦିଲ୍ଲୀ, ୭।୧(ପି.ଟି.): ନୂଆ କୃଷି ଆଇନକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ୧୧ ତାରିଖରେ କରିବାକୁ ସୁପ୍ରିମକୋର୍ଟ ବୁଧବାର କହିଛନ୍ତି। ଏଥିସହିତ ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନକୁ ନେଇ ଦେଖାଦେଇଥିବା ସମସ୍ୟା ଉପରେ ଆବେଦନର ମଧ୍ୟ ସେହିଦିନ ଶୁଣାଣି ହେବ। ଆନ୍ଦୋଳନର ସମାଧାନ ଲାଗି ସରକାର ଓ ଚାଷୀଙ୍କ ମଧ୍ୟରେ ଆଲୋଚନା ଜାରି ରହିଥିବା କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ ଜଣାଇଥିଲା। ଆନ୍ଦୋଳନକୁ ନେଇ କୌଣସି ଅଗ୍ରଗତି ହୋଇ ନ ଥିବା ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅନୁଭବ କରିଥିଲେ। ଉଭୟ ପକ୍ଷ ଖୁବ୍‌ଶୀଘ୍ର ସମାଧାନରେ ପହଞ୍ଚତ୍ବାର ଯଥେଷ୍ଟ ସମ୍ଭାବନା ଥିବା ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ କହିଥିଲେ। ଆଲୋଚନା ଜାରି ରହିଥିବାରୁ ୮ ତାରିଖରେ ଶୁଣାଣି ରଖାଯିବା ଉଚିତ ନୁହେଁ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ। ଫଳରେ ପରବର୍ତ୍ତୀ ଶୁଣାଣି ୧୧ ତାରିଖକୁ ଧାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri