Posted inଜାତୀୟ

ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍‌ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ ତ୍ରୁଟି ଦେଖାଦେଇଛି। ଶିକ୍ଷାମନ୍ତ୍ରୀ ସମସ୍ତଙ୍କର ଅଭାବକୁ ଗଣନା କରିଥିଲେ, କିନ୍ତୁ ନିଜର ଗଣନା କରି ନ ଥିଲେ। ରାହୁଲ କହିଛନ୍ତି, ଶିକ୍ଷାମନ୍ତ୍ରୀଙ୍କୁ ମୋର ପ୍ରଶ୍ନ ହେଉଛି, ଆପଣ ଏହି ସମସ୍ୟାର ସମାଧାନ ପାଇଁ କଣ କରୁଛନ୍ତି?

ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଛନ୍ତି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ପେପର ଲିକ୍‌ ନେଇ କୌଣସି ପ୍ରମାଣ ନାହିଁ କିନ୍ତୁ କିଛି ଘଟଣା ଘଟିଛି। ଏବେ ଏହି ମାମଲା ସୁପ୍ରିମକୋର୍ଟରେ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ, ରାଜନାଥ ସିଂହ, ଏନଏସଏ ଡୋଭାଲ ଉପସ୍ଥିତ

ନୂଆଦିଲ୍ଲୀ, ୨୯।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ, ୭ ଲୋକ କଲ୍ୟାଣ...

ଏହି ୧୫ଟି ଦେଶର ଅର୍ଥନୀତି ଭାରତଠାରୁ ତୀବ୍ର ଗତିରେ ବୃଦ୍ଧି ପାଉଛି, ଶୀର୍ଷରେ ଥିବା ଦେଶ ହେଉଛି…

ନୂଆଦିଲ୍ଲୀ, ୨୯।୪: ଭାରତ ହେଉଛି ବିଶ୍ୱର ବୃହତ ଦେଶଗୁଡ଼ିକ ମଧ୍ୟରେ ସବୁଠାରୁ ଦ୍ରୁତ ବୃଦ୍ଧି ପାଉଥିବା ଅର୍ଥନୀତି। କିନ୍ତୁ ଯଦି ଆମେ ଛୋଟ ଦେଶଗୁଡ଼ିକୁ ମଧ୍ୟ...

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ ଭାରତକୁ AT4 କ୍ଷେପଣାସ୍ତ୍ରର ପଠାଇଲା ଏହି ସହଯୋଗୀ ଦେଶ

ନୂଆଦିଲ୍ଲୀ, ୨୯।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ୱୀଡେନର ପ୍ରତିରକ୍ଷା କମ୍ପାନୀ ସାବ ଇଣ୍ଡିଆ ଭାରତୀୟ ସଶସ୍ତ୍ର ବାହିନୀକୁ AT4 ଆଣ୍ଟି-ଆର୍ମର...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ସରକାର ଦେଶ ବିରୋଧୀଙ୍କ ବିରୋଦ୍ଧରେ ସ୍ପାଏୱାୟାର ବ୍ୟବହାର ଭୁଲ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯ା୪: ପେଗାସସ୍ ସ୍ପାଏୱାୟାର ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ଯଦି ସରକାର ଦେଶ ବିରୋଧୀ ତତ୍ତ୍ୱଙ୍କ ବିରୁଦ୍ଧରେ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri