ପୁଟିନଙ୍କୁ ହୃଦଘାତ!

ମସ୍କୋ,୨୪।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ହୃଦଘାତର ଶିକାର ହୋଇଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ସେ ଘରର ଚଟାଣରେ ପଡିଯାଇଥିବା କୁହାଯାଉଛି। ଏକ ଟେଲିଗ୍ରାମ ଚ୍ୟାନେଲ ପକ୍ଷରୁ ଦାବି କରାଯାଇଛି ଯେ ରବିବାର ସାରେ ପୁଟିନ ତାଙ୍କ ଶୋଇବା ଘରେ ଥିବାବେଳେ ତାଙ୍କୁ ହୃଦଘାତ ହୋଇଥିଲା। ଏହା ସହିତ, ରୁଷିଆର ରାଷ୍ଟ୍ରପତି ଅସୁସ୍ଥ ଥିବା କଥା ପୁଣି ଥରେ ଆରମ୍ଭ ହୋଇଛି। ଗତ ବର୍ଷ ଠାରୁ ଖବର ଆସିଛି ଯେ ପୁଟିନ ଅଗ୍ନାଶୟ କର୍କଟରେ ପୀଡିତ ଏବଂ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ନାହିଁ। ତେବେ ନିକଟରେ ପୁଟିନ ଚାଇନା ଗସ୍ତରେ ଆସିଥିଲେ ଏବଂ ତାଙ୍କୁ ଦେଖି ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ଭଲ ନୁହେଁ ବୋଲି କେହି ଅନୁଭବ କରିନଥିଲେ।
ଟେଲିଗ୍ରାମ ଚ୍ୟାନେଲ ଅନୁଯାୟୀ ପୁଟିନ ବର୍ତ୍ତମାନ ତାଙ୍କ ସରକାରୀ ବାସଭବନରେ ଏକ ସ୍ବତନ୍ତ୍ର ଇଣ୍ଟେନସିଭ କେୟାର ୟୁନିଟରେ ଅଛନ୍ତି। ହୃଦଘାତ ପରେ ତାଙ୍କୁ ଏଠାକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ପାଇଁ ସରିଲା ଜମି ଅଧିଗ୍ରହଣ, ଉଚ୍ଛେଦ ପାଇଁ ସମୟ ମାଗିଲେ ଗ୍ରାମବାସୀ, କହିଲେ ସମ୍ପୂର୍ଣ୍ଣ ଟଙ୍କା…

କେସିଙ୍ଗା,୧୯ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗାରୁ ଜୁନାଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବାକୁଥିବା ଫୋର୍‌ ଲେନ୍‌ ରାସ୍ତା କାମ ପାଇଁ ଜମି ଅଧିଗ୍ରହଣ ଶେଷ ହୋଇଛି। ଜାତୀୟ ରାଜପଥ…

SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

ବୌଦ୍ଧ,୧୯।୬: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ…

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ…

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା‘କକ୍ରୋଚ ଜନତା ପାର୍ଟି’, NEET ପ୍ରସଙ୍ଗରେ ଆତ୍ମହତ୍ୟା କରିଥିବା ପିଲାଙ୍କ ପାଇଁ ସରକାରଙ୍କ ନିକଟରେ କଲା ପ୍ରମୁଖ ଦାବି

ନୂଆଦିଲ୍ଲୀ,୧୯।୬: NEET ପେପର୍‌ ଲିକ ବିବାଦ ମଧ୍ୟରେ, ଆତ୍ମହତ୍ୟା ମାମଲା ସମ୍ପର୍କରେ ରାଜନୈତିକ ଏବଂ ସାମାଜିକ ଚାପ ବଢୁଛି। କୋକ୍ରୋଚ ଜନତା ପାର୍ଟି (CJP) ଏହି ପ୍ରସଙ୍ଗରେ…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି…

ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍‌ LNG

ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri