Posted inଜାତୀୟ

ସ୍କୁଲ ବସ୍‌ରେ ହୃଦ୍‌ଘାତ: ଛାତ୍ରଙ୍କ ମୃତ୍ୟୁ

ଭିନ୍ଦ୍‌ ,୧୭।୧୨: ମଧ୍ୟପ୍ରଦେଶର ଭିନ୍ଦ୍‌ ଜିଲାରେ ସ୍କୁଲ୍‌ ବସ୍‌ରେ ଯାଉଥିବା ଜଣେ ୧୨ ବର୍ଷର ଛାତ୍ର ହଠାତ୍‌ ମୂର୍ଚ୍ଛା ଯିବା ପରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ହୃଦ୍‌ଘାତ ମୃତ୍ୟୁରେ ସେ ସର୍ବକନିଷ୍ଠ ହୋଇପାରନ୍ତି ବୋଲି ତାଙ୍କୁ ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି। ଇଟାଓ୍ବା ରୋଡ୍‌ରେ ଥିବା ଏକ ସ୍କୁଲରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ମନୀଷ ଯାତଭ ଗୁରୁବାର ଭାଇ ସହ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୨ଟାରେ ସ୍କୁଲ୍‌ ବସ୍‌ରେ ଚଢ଼ିଥିଲେ। କିଛି ସମୟ ପରେ ସେ ସଂଜ୍ଞାହୀନ ହୋଇପଡ଼ିଥିଲେ। ଡ୍ରାଇଭର ଏନେଇ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ପହଞ୍ଚତ୍ବା ପୂର୍ବରୁ ହୃଦ୍‌ଘାତରେ ମନୀଷଙ୍କ ମୃତ୍ୟୁ ଘଟିସାରିଥିବା ଜିଲା ହସ୍ପିଟାଲ ସର୍ଜନ ଡ.ଅନିଲ ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ପିଏମ୍‌ କେୟାର୍ସ ଫଣ୍ଡ୍‌ ଏନ୍‌ଡିଆରଏଫ୍‌କୁ ହେବନି ସ୍ଥାନାନ୍ତର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୮।୮: ପିଏମ୍‌ କେୟାର୍ସ ଫଣ୍ଡ ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବନି ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ଏହା ସହିତ ଏନେଇ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ...

ଏନ୍‌ଆର୍‌ସି ତାଲିକାରୁ ରାଷ୍ଟ୍ରପତି ସମ୍ମାନରେ ସମ୍ମାନିତ ସନାଉଲାଙ୍କ ନାମ ପୁଣି ବାଦ ପଡ଼ିଲା

ଗୁଆହାଟୀ,୩୧।୮: ରାଷ୍ଟ୍ରପ୍ରତି ସମ୍ମାନରେ ସମ୍ମାନିତ ଭାରତୀୟ ସେନାର ଅବସରପ୍ରାପ୍ତ ଜୁନିୟର କମିଶନଡ୍‌ ଅଫିସର ମହମ୍ମଦ ସନାଉଲାଙ୍କ ନାମ ସଦ୍ୟ ପ୍ରକାଶିତ ଆସାମ ଏନ୍‌ଆର୍‌ସି ତାଲିକାରେ ନାହିଁ।...

ରାମମନ୍ଦିର: ତମ୍ବା ରହିବ ହଜାରେ ବର୍ଷ

ନୂଆଦିଲ୍ଲୀ, ୨୧ା୮:ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ଓ ଆଗାମୀ ୪୦ ମାସ ମଧ୍ୟରେ ଏକ ବିରାଟ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ...

ଭାରତ ସୀମାରେ ଉପଲବ୍ଧ ହେବ ୫-ଜି ଜ୍ଞାନକୌଶଳ, ଚାଇନା-ପାକିସ୍ତାନକୁ ମିଳିବ କଡ଼ା ଜବାବ…

ନୂଆଦିଲ୍ଲୀ, ୨୭।୭ : ଭାରତ ବର୍ତ୍ତମାନ ଚାଇନା ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ପ୍ରସ୍ତୁତ ହେଉଛି। ୫-ଜି ଟେକ୍ନୋଲୋଜିର ସ୍ପେକ୍ଟ୍ରମ ନିଲାମ ସହିତ ଭାରତ...

୪ ଏମ୍‌ପିଙ୍କୁ ପ୍ରାର୍ଥୀ କଲା ଭାଜପା

କୋଲକାତା,୧୪।୩: ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ରବିବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। କେନ୍ଦ୍ରମନ୍ତ୍ରୀ ବାବୁଲ୍‌ ସୁପ୍ରିୟୋଙ୍କ ସମେତ ୩...

ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗର ଲାଲଚୌକରେ ଗ୍ରେନେଡ ମାଡ଼

ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସ୍ବାଧିନତାର ଅମୃତ ମହୋତ୍ସବ ମଧ୍ୟରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳେ ଶୋପିଆନରେ ସିଆରପିଏଫ୍‌ର ପାଟ୍ରୋଲିଂ ପାର୍ଟି ଉପରେ ଆକ୍ରମଣ ପରେ...

ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବା ଲକ୍ଷ୍ୟରେ ଅଛନ୍ତି ସୋନିଆ ଗାନ୍ଧୀ: ଶାହା

ଚେନ୍ନାଇ,୨୮।୨: ତାମିଲନାଡୁ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ରବିବାର ଭିଲୁପୁରମରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ସଭାକୁ ସମ୍ବୋଧିତ...

Advertisement
Archives

Model This Week