ପେଟର ଉପରି ଭାଗରେ ଦିଶୁଛି ହାର୍ଟ

ଆମେରିକାରେ ରହୁଥିବା ଭିରସାଭ୍ୟା ଗୋଞ୍ଚାରୋଭା ନାମକ ଏକ ଛୋଟ ଝିଅ ବିରଳ ସମସ୍ୟା ଦେଇ ଗତି କରୁଛନ୍ତି। ସେ ପାଣ୍ଟାଲୋଜି ଅଫ କଣ୍ଟ୍ରୋଲ ନାମକ ଏକ ସ୍ବାସ୍ଥ୍ୟ ସମସ୍ୟା ଦେଇ ଗତି କରୁଛନ୍ତି। ଯେଉଁ କାରଣରୁ ତାଙ୍କ ପେଟର ଉପର ଅଂଶରେ ମାଂସ ବଢ଼ିଲା ଭଳି ଦେଖାଯାଛଛି। ଓ ସେଠାରେହିଁ ତାଙ୍କ ହାର୍ଟବିଟ୍‌ ବଢ଼ୁଥିବା କମୁଥିବା ଦେଖିବାକୁ ମିଳୁଛି। ଏ ନେଇ ତାଙ୍କୁ କୌଣସି କଷ୍ଟ ହେଉ ନଥିବା ସେ କହିଛନ୍ତି।

ଏହା ବ୍ୟତୀତ ତାଙ୍କ ହାର୍ଟରେ ଏକ କଣା ଅଛି। ଏ ନେଇ ତାଙ୍କୁ ଅଧିକ ସମୟ ହସ୍ପିଟାଲରେ ରହୁଛନ୍ତି। ୨୦୨୦ ଆରମ୍ଭରେ, ତାଙ୍କର ଅମ୍ଳଜାନ ସ୍ତର କମିଯାଇଥିଲା। କିଛିଦିନ ପରେ ଏହା ଠିକ୍‌ ହୋଇଥିଲା।

୨୦୧୫ରେ ତାଙ୍କ ମା’ ରୁଷିଆରୁ ଆମେରିକା ଆସିବାକୁ ସ୍ଥିର କଲେ। ସେ ଆଶା କରିଥିଲେ ଯେ ସେ ଆମେରିକାରେ ତାଙ୍କ ଝିଅର ଅସ୍ତ୍ରୋପଚାର କରିପାରିବେ। ଯାହାଦ୍ୱାରା ତାଙ୍କ ହାର୍ଟର କଣା ବନ୍ଦ ହୋଇଯିବ। ସେ ସାଧାରଣ ଜୀବନଯାପନ କରିବ। ତେବେ, ଗୋଞ୍ଚାରୋଭାଙ୍କର ଉଚ୍ଚ ରକ୍ତଚାପ ହେତୁ ତାଙ୍କ ଫୁସଫୁସର ଧମନୀ ପ୍ରଭାବିତ ହୁଏ, ତେଣୁ ଏହି ଅସ୍ତ୍ରୋପଚାର ମଧ୍ୟ ସମ୍ଭବ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri