Advertisement
Posted inଫୁରସତ

ପାଣି ବିକୁଥିବା ଯୁବକ ଚଳାଇଛନ୍ତି କନଷ୍ଟେବଳ ପରୀକ୍ଷା ଲାଗି ପ୍ରସ୍ତୁତି

କଥାରେ ଅଛି ‘ଯେଉଁମାନେ ପରିଶ୍ରମ କରନ୍ତି ସେମାନେ ସଫଳ ନିଶ୍ଚୟ ହୁଅନ୍ତି’। ଅନେକ ବିଫଳ ହେବା ଭୟରେ ଚେଷ୍ଟା କରି ନ ଥାନ୍ତି। ହେଲେ ବହୁତ କମ୍‌ ଲୋକ ଏହାକୁ ନିଜ ଜୀବନରେ କାର୍ଯ୍ୟକାରୀ କରିଥାନ୍ତି। ସେଭଳି ଏକ ସୁନ୍ଦର ଚିତ୍ର ଦିଲ୍ଲୀର ଇଣ୍ଡିଆ ଗେଟ୍‌ରେ ଦେଖିବାକୁ ମିଳିଛି। ଏଠାରେ ଜଣେ ଯୁବକ ପରିବାର ପ୍ରତିପୋଷଣ ପାଇଁ ପାଣି ବୋତଲ ବିକ୍ରି କରିଥାନ୍ତି। ହେଲେ ତା ସହିତ ସେ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ଲାଗି କନଷ୍ଟେବଳ ପରୀକ୍ଷା ଲାଗି ପ୍ରସ୍ତୁତ ହେଉଛନ୍ତି। ଏବେ ତାଙ୍କ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସବୁଗୁଡ଼ିକ ବାସ୍ତବରେ ହୃଦୟସ୍ପର୍ଶୀ ବୋଲି କୁହାଯାଉଛି।

ଯୁବକ ଜଣଙ୍କ ହେଉଛନ୍ତି ଅମାନ। ସେ ଦିଲ୍ଲୀର ଶାହଦରା ନିବାସୀ। ଗତ କିଛି ମାସ ହେବ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି। ତେବେ ଘରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଯୁବକଜଣଙ୍କ ଇଣ୍ଡିଆଗେଟ୍‌ରେ ପର୍ଯ୍ୟଟକଙ୍କୁ ପାଣି ବୋଲ ବିକ୍ରି କରୁଛନ୍ତି। ଏଥିରୁ ମିଳୁଥିବା ଟଙ୍କାରୁ ସେ ପରିବାରକୁ ଚଳାଇଥାନ୍ତି। ଏହାସହ ନିଜର ପଢ଼ା ଖର୍ଚ୍ଚ ଉଠାଇଥାନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ସେଲିବ୍ରିଟିଙ୍କ ଫ୍ୟାନ୍‌: କିଏ କିଣିଲେ ଜହ୍ନରେ ଜମି ତ କିଏ ଆଣିଥିଲେ ବିବାହ ପ୍ରସ୍ତାବ

ଫ୍ୟାନ୍‌ ସିଏ, ଯେ ନିଜ ପ୍ରିୟ ତାରକାଙ୍କ ଖୁସିରେ ଖୁସି ହୁଅନ୍ତି, ତାଙ୍କ ଦୁଃଖରେ ଦୁଃଖୀ ହୁଅନ୍ତି । ତାଙ୍କୁ ଭଲ ପାଆନ୍ତି ଜୀବନଠୁ ବେଶି...

ବିଶ୍ୱର ସବୁଠୁ ବଡ଼ ବେଙ୍ଗ, ଓଜନ ୩ କେଜିରୁ ଊର୍ଦ୍ଧ୍ୱ

ବର୍ଷାଋତୁରେ ବିଭିନ୍ନ ପ୍ରକାର ବେଙ୍ଗ ଦେଖିବାକୁ ମିଳିଥାନ୍ତି। ସାଧାରଣତଃ ଗୋଟିଏ ବେଙ୍ଗର ଓଜନ ଅଧକେଜିରୁ ଏକ କେଜି ଭିତରେ ହୋଇଥାଏ। କିନ୍ତୁ ଏମିତି ଏକ ପ୍ରଜାତିର...

ବର ସହ ଆସିଥିବା ଯୁବକକୁ ବିବାହ କରିବାକୁ ଜିଦି କଲେ କନ୍ୟା; ଏହାପରେ କ’ଣ ହେଲା ଜାଣନ୍ତୁ…

ବାହାଘର ଲାଗି ବରଯାତ୍ରୀ ସହ କନ୍ୟା ଘରେ ପହଞ୍ଚତ୍ ସାରିଥିଲେ ବର। ଆଉ କିଛି ସମୟ ପରେ ବେଦୀ ଉପରେ ଅଗ୍ନିକୁ ସାକ୍ଷୀ ରଖି ସାତଜନ୍ମ...

ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଥିଲା, ସେ ଚା’ ପିଉଥିବା ନଜର ଆସିଥିଲେ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଦେବରିୟାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପରେ କୋଟଓ୍ବାଲି ପୋଲିସ ମୃତଦେହ...

୫ ମିନିଟରେ ଚିହ୍ନିଲେ ୧୫୦ ଦେଶର ପତାକା

କରୋନା ପାଇଁ ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ହେବା ଯୋଗୁ ପିଲାଙ୍କ ପାଠପଢାରେ ବିଶେଷ କ୍ଷତି ହୋଇଛି। କିନ୍ତୁ ଏହି ସମୟକୁ ଏକ କୁନି ଝିଅ ସଦୁପଯୋଗ କରି...

ରାସ୍ତାରେ ଗଡୁଛି ଭିନ୍ନ ଧରଣର ସାଇକେଲ, ଯିଏ ଦେଖୁଛି ଘଡ଼ିଏ ଚାହିଁ ସେଲ୍‌ଫି ନେଉଛି

ଉତ୍ତରପ୍ରଦେଶର ପିଲିଭିତିରେ ଭିନ୍ନ ଧରଣର ଏକ ସାଇକେଲ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛି। ଯେତେବେଳେ ଏହି ସାଇକେଲ ରାସ୍ତାରେ ଗଡୁଛି ସେତେବେଳେ ଏହା ପାଖରେ ଯାଉଥିବା...

ଡ୍ରଗ୍ସର ଉତ୍ସ ନ ଜାଣିଲେ ଲଗାମ କଷ୍ଟକର: ଆଇପିଏସ୍‌ ଅଧିକାରୀ ସତ୍ୟନାରାୟଣ ପ୍ରଧାନ

ଭୁବନେଶ୍ୱର ଶହୀଦନଗର ଅଞ୍ଚଳରେ ପିଲାବେଳୁ ବଢ଼ିଥିବା ସତ୍ୟନାରାୟଣ ପ୍ରଧାନ ଏବେ ଦେଶର ୨ ପ୍ରମୁଖ ପଦବୀରେ ଅବସ୍ଥାପିତ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌)ର ମହାନିର୍ଦ୍ଦେଶକ ଥିବା...

ଏଭଳି ବୁଦ୍ଧି ପ୍ରୟୋଗ କରି ଗଛରୁ ଫଳ ତୋଳୁଛି ହାତୀ , ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

Advertisement
Archives

Model This Week