Posted inଜାତୀୟ

ଦିଲ୍ଲୀରେ ହୃଦୟ ବିଦାରକ ଘଟଣା: ପାଣି ନ ଦେବାରୁ ରୁମ ପାର୍ଟନରଙ୍କୁ ଗଳା ଚିପି ହତ୍ୟା, ଫଙ୍ଖାରେ ଲଟକାଇଲେ ମୃତଦେହ

ନୂଆଦିଲ୍ଲୀ,୧୯।୧: ରାଜଧାନୀ ଦିଲ୍ଲୀର ନିହାଲ ବିହାରରୁ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ପିଇବା ପାଣି ନ ଦେବାରୁ ରୁମ ପାର୍ଟନର ଜଣେ ନାବାଳକଙ୍କ ସହ ମିଶି ଜଣେ ଯୁବକଙ୍କୁ ଗଳା କାଟି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟା ରୂପ ଦେବାକୁ ଅଭିଯୁକ୍ତ ମୃତ ଶରୀରକୁ ଫ୍ୟାନରେ ଟାଙ୍ଗି ଦେଇଛନ୍ତି। ମୃତକ ଉତ୍ତର ପ୍ରଦେଶର ହରଦୋଇ ନିବାସୀ ରଚିତ ବୋଲି ଜଣାପଡିଛି। ବେକରେ ଗଳା ଚିପାଯାଇଥିବା ଚିହ୍ନ ପାଇବା ପରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ଏହି ଘଟଣା ପରେ ପଳାୟନ କରୁଥିବା ଅଭିଯୁକ୍ତ ଉତ୍ତର ପ୍ରଦେଶ ବାସିନ୍ଦା ତଥା ତାଙ୍କ ରୁମ ପାର୍ଟନର ଅଭୟ କାନ୍ତ ମିଶ୍ର ଓ ତାଙ୍କ ନାବାଳକ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ପୋଲିସ ଏହି ଘଟଣାର ତଦନ୍ତ କରୁଛି।
ପୋଲିସ ଅଧିକାରୀ କହିଛନ୍ତି ଯେ ଜାନୁଆରୀ ୧୧ ରେ ଲକ୍ଷ୍ମୀ ପାର୍କ ଅଞ୍ଚଳରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦେଖିଲା ଯେ ଯୁବକଙ୍କ ମୃତଦେହ ଫ୍ୟାନ ରଡରେ ଝୁଲୁଛି। ଅନୁସନ୍ଧାନ ବେଳେ ଛାତର ଲମ୍ବ ଏବଂ ଏହାର ଚାରିପାଖରେ କୌଣସି ଉପକରଣ ଇତ୍ୟାଦି ନ ଥିବାରୁ ପୋଲିସର ସନ୍ଦେହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri