ହୃଦୟ ବିଦାରକ କଥା କହିଲେ ବାପା ଗୋରୁ ମଇଁଷି ଭଳି ବାଡେଇଲେ, ଦୁଇ ଝିଅଙ୍କୁ…

ବାଲିଅନ୍ତା,୯।୫: ହୃଦୟ ବିଦାରକ କଥା କହିଲେ GRP କନଷ୍ଟେବଲ ସୌମ୍ୟଙ୍କ ବାପା। ମୋ ପୁଅକୁ ୪୦ରୁ ୫୦ ଜଣ ପିଟି ମାରିଦେଲେ, ଏତେ କମ ଗିରଫ କାହିଁକି ହୋଇଚନ୍ତି। ଗୋରୁ ମଇଁଷି ଭଳି ପୁଅକୁ ଡାଲା ଅଟୋରେ ପକାଇ ନେଲେ। ବଞ୍ଚାଅ ବଞ୍ଚାଅ ଚିତ୍କାର କରୁଥିଲା ବେଳେ କେହି ରକ୍ଷା କଲେନି। ଯେଉଁ ଝିଅମାନଙ୍କ ପାଇଁ ଏପରି କାଣ୍ଡ ହେଲା ସେମାନଙ୍କୁ ଗିରଫ କରାଯାଉ। ଚାକିରିକୁ ନେଇ ମଧ୍ୟ ପୁଅ ସୌମ୍ୟ ଚାପରେ ଥିଲେ କହିଲେ ବୋଲି କହିଛନ୍ତି।ପୁଅକୁ ଯେପରି ମାରିଲେ ତାହ ବର୍ବରତା ଥିଲା, କଠୋର ଦଣ୍ଡବିଧାନ ହେଉ ବୋଲି ତାଙ୍କ ବାପା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri