Posted inଜାତୀୟ

ଲାହୋଲରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ପ୍ରଥମଥର ମାର୍ଚ୍ଚରେ ପାରଦ ୨୦ ଡିଗ୍ରୀ ଉପରେ

କେଲାଂଗ,୩୧ ।୩: ହିମାଚଳ ପ୍ରଦେଶର ଜନଜାତି ଜିଲା ଲାହୋଲ-ସ୍ପିତିରେ ଗ୍ରୀଷ୍ମ ରେକର୍ଡ ଭାଙ୍ଗିଛି । ପ୍ରଥମଥର ଲାଗି ମାର୍ଚ୍ଚ ମାସରେ ପାରଦ ୨୦ ଡିଗ୍ରୀ ଉପରକୁ ଚାଲିଯାଇଛି । ଯଦି ଲଗାତାର ଏହା ବଢିଲା ତେବେ ଗ୍ଲାସିୟର ଖୁବଶୀଘ୍ର ତରଳିବା ଆରମ୍ଭ କରିବ । ପୂର୍ବରୁ ମାର୍ଚ୍ଚ ମାସରେ ଲାହୋଲର ତାପମାତ୍ରା ମାଇନସ ଡିଗ୍ରୀ ରେକର୍ଡ କରାଯାଉଥିଲା । ହେଲେ ଏଥର ମାର୍ଚ୍ଚରେ ପ୍ରଥମଥର ସର୍ବନିମ୍ନ ତାପମାତ୍ରା ବି ବୃଦ୍ଧି ପାଇଁ ୩ ଡିଗ୍ରୀ ଉପରକୁ ଚାଲିଯାଇଛି । ପରିବେଶବଙ୍କ କହିବା କଥା ହେଲା ଅଟଳ ଟନେଲ ନିର୍ମାଣ ପରଠାରୁ ଲାହୋଲ-ସ୍ପିଟିର ତାପମାତ୍ରା ବୃଦ୍ଧି ପାଇ ଚାଲିଛି । ଲଗାତାର ଯାନବାହନ ଚଳାଚଳ ଯୋଗୁ ସମସ୍ୟା ଉପୁଜିବ।। ସହ ତାମାତ୍ରା ବୃଦ୍ଧି ହେଉଛି । ଏହାସହ ସେଠାରେ ଗଛ ସଂଖ୍ୟା କମ୍ ଥିବାରୁ ଲଗାତାର ଗାଡି ମଟର ଯା’ଆସ ସମସ୍ୟା ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଯାତ୍ରୀଙ୍କ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବେ ଏୟାରଲାଇନ୍ସ

ନୂଆଦିଲ୍ଲୀ,୧୦।୮: ବିମାନ ଉଡ଼ାଣର ୨୪ ଘଣ୍ଟା ପୂର୍ବରୁ ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ସବିଶେଷ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବା ଲାଗି କେନ୍ଦ୍ର ସରକାର ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ...

ସନାତନ ବିବାଦରେ ଛନ୍ଦି ହେଲେ ପ୍ରକାଶ ରାଜ…

ଚେନ୍ନାଇ,୧୧।୯ : ତାମିଲନାଡୁର ମନ୍ତ୍ରୀ ତଥା ସିଏମ ଷ୍ଟାଲିନଙ୍କ ପୁଅ ଉଦୟାନିଧିଙ୍କ ପରେ ବର୍ତ୍ତମାନ ପ୍ରସିଦ୍ଧ ଅଭିନେତା ପ୍ରକାଶ ରାଜ ମଧ୍ୟ ସନାତନ ଧର୍ମକୁ ନେଇ...

କରୋନା ଆତଙ୍କ: ସକ୍ରିୟ ମାମଲା ୨୦ ହଜାର ଟପିଲା…

ନୂଆଦିଲ୍ଲୀ, ୩।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ମୋରବି ଝୁଲାପୋଲ ମାମଲା: ୧୪.୬୨ କୋଟି କ୍ଷତିପୂରଣ ଜମା କଲା ଓରେଭା ଗ୍ରୁପ୍‌…

ଅହମଦାବାଦ,୧୮।୪ : ଗୁଜରାଟ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଓରେଭା ଗ୍ରୁପ ମୋରବି ଝୁଲାପୋଲ ଦୁର୍ଘଟଣାର ମଧ୍ୟବର୍ତ୍ତୀକାଳୀନ କ୍ଷତିପୂରଣ ରାଶି ଜମା କରିଛି। ଓରେଭା ମଙ୍ଗଳବାର କାର୍ଯ୍ୟକାରୀ...

ଅଯୋଧ୍ୟାକୁ ଦେଖି ଯେଉଁମାନେ ଲଙ୍କା ଖାଇବା ଭଳି ହେଉଛନ୍ତି, ସେମାନଙ୍କ ପାଇଁ ମୁଁ ଔଷଧ ପ୍ରସ୍ତୁତ କରିବି: ରାମଦେବ

ଅଯୋଧ୍ୟା,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ ମନ୍ଦିର ନିର୍ମାଣ ନେଇ ଅନୁଷ୍ଠିତ ହୋଇଛି ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ...

‘ହିଣ୍ଡେନ୍‌ବର୍ଗ ଅଭିଯୋଗ ଭାରତ ଉପରେ ଆକ୍ରମଣ’

ନୂଆଦିଲ୍ଲୀ,୩୦ା୧: ସବୁଠୁ ଧନୀ ଭାରତୀୟ ଗୌତମ ଆଦାନୀଙ୍କ ଗ୍ରୁପ୍‌ ରବିବାର ଆମେରିକୀୟ ଶର୍ଟ ସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛି। ଆଦାନୀ...

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ...

ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ: ୨୪ଘଣ୍ଟାରେ ୫ ନିହତ, ୩୦କିଲୋ ଆଇଡି ଜବତ

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଡଗାମ ଏବଂ ରାଜୌରୀର ଦୁଇଟି ଭିନ୍ନ ସ୍ଥାନରେ...

Advertisement
Archives

Model This Week