ମତେ ଭୁଷିବୁ କି ଯଦି ଭୁଷ୍‌, ଷଣ୍ଢକୁ କହିଲେ ମଦ୍ୟପ, ଶେଷରେ ଷଣ୍ଢ କଲା ଏପରି, ଦେଖନ୍ତୁ ଭାଇରାଲ ଭିଡିଓ…

ନୂଆଦିଲ୍ଲୀ,୨୪।୧୦ : ଡିଜିଟାଲ ବିପ୍ଳବର ଏହି ଯୁଗରେ ସୋସିଆଲ ମିଡିଆରେ ଅଜବ ଘଟଣାର ଫଟୋ ଏବଂ ଭିଡିଓ ଶେୟାର ୟୁଜରମାନେ କରୁଛନ୍ତି। ସମ୍ପ୍ରତି, ଏହିପରି ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଦେଖିବାକୁ ମିଳୁଛି ଜଣେ ବ୍ୟକ୍ତି ଏକ ଷଣ୍ଢକୁ ମତେ ଭୁଷିବୁ କି ଯଦି ଭୁଷ୍‌ କହୁଛନ୍ତି। ଶେଷରେ ବିରକ୍ତ ହୋଇ ଷଣ୍ଢ ଆଖି ପିଛୁଳାକେ ତାଙ୍କୁ ଉଠାଇ ଭୂମିରେ କଚାଡି ଦେଉଛି।

କେତେକ ଲୋକ ଏହି ମଜାଳିଆ ଘଟଣାକୁ କ୍ୟାମେରାରେ କଏଦ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ଜଣେ ମଦ୍ୟପ ଯୁବକ ମଦ ନିଶାରେ ଏଭଳି କରୁଥିବା ଦେଖିବାକୁ ମିଳୁଛି। ଭିଡିଓ ଦେଖି ଲାଗୁଛି ତାଙ୍କର ଷଣ୍ଢ ପ୍ରତି ଯେପରି କୌଣସି ଭୟ ନାହିଁ ।

ସେ ଷଣ୍ଢର ଶିଙ୍ଗ ଧରି ମୋଡ଼ିବା ଆରମ୍ଭ କଲେ। ଏହା ସହିତ ଷଣ୍ଢକୁ ପଛକୁ ଠେଲିବାକୁ ଚେଷ୍ଟା କରିବା ଆରମ୍ଭ କଲେ।
ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳୁଛି ଏହାପରେ ଷଣ୍ଢ ଶିଙ୍ଗ ବୁଲାଇ ତାଙ୍କ ଆଡକୁ ଆସିଲା ପରେ ସେ ଖସି ପଳାଇଲେ। ପରବର୍ତ୍ତୀ ମୁହୂର୍ତ୍ତରେ ଷଣ୍ଢ ତାଙ୍କୁ ଦୁଇ ଶିଙ୍ଗରେ ଉଠାଇ ଉପରକୁ ଉଠାଇ ତଳେ କଚାଡି ଦେଲା। ମଦ୍ୟପ ବ୍ୟକ୍ତି ତଳେ ପଡ଼ିଯାଇଥିଲେ। ତଥାପି, କିଛି ସମୟ ପରେ ସେ ସ୍ବାଭାବିକ ଭାବେ ଉଠି ଠିଆ ହୋଇଥିଲେ ଯେପରି କିଛି ହୋଇନାହିଁ। ଭିଡିଓକୁ ନେଇ ୟୁଜରମାନେ ମଜାଳିଆ କମେଣ୍ଟ ଦେବାରେ ଲାଗିଛନ୍ତି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri