Posted inଜାତୀୟ

ସବୁ ଭାରିଆଣ୍ଟ ପାଇଁ ଉତ୍ତାପ ସହିଷ୍ଣୁ କୋଭିଡ୍‌ ଟିକା

ବେଙ୍ଗାଲୁରୁ,୧୨।୧: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ବୈଜ୍ଞାନିକମାନେ ଏକ ନୂଆ କରୋନା ଟିକା ବିକଶିତ କରିଛନ୍ତି। ଏହି ଭାକ୍ସିନ୍‌ ଏସ୍‌ଏଆର୍‌ଏସ୍‌-କୋଭ୍‌-୨ର ବର୍ତ୍ତମାନ ଏବଂ ଭବିଷ୍ୟତରେ ଦେଖାଦେବାକୁ ଥିବା ଭାରିଆଣ୍ଟଗୁଡ଼ିକଠାରୁ ସୁରକ୍ଷା ଦେବ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି।

କୋଭିଡ୍‌-୧୯ ମହାମାରୀ ଆରମ୍ଭ ପରଠାରୁ ଆଇଆଇଏସ୍‌ସିର ମୋଲେକ୍ୟୁଲାର ବାୟୋଫିଜିକ୍ସ ୟୁନିଟ (ଏମ୍‌ବିୟୁ) ପ୍ରଫେସର ରାଘବନ ବରଦାରଞ୍ଜନ ଏବଂ ଅନ୍ୟ ବୈଜ୍ଞାନିକମାାନେ ଏକ ଉତ୍ତାପ ସହିଷ୍ଣୁ ଭାକ୍ସିନ ବିକଶିତ କରିବାରେ ଲାଗିଥିଲେ, ଯାହାକି ସବୁ ପ୍ରକାର ଭାରିଆଣ୍ଟଠାରୁ ଲୋକଙ୍କୁ ସୁରକ୍ଷା ଦେଇପାରିବ। ଏହି କ୍ଷେତ୍ରରେ ଗବେଷକ ଦଳକୁ ଅଭୂତପୂର୍ବ ସଫଳତା ମିଳିଛି।

ଆର୍‌ଏସ୍‌୨ ହେଉଛି ଏକ କୃତ୍ରିମ ଆଣ୍ଟିଜେନ୍‌, ଯାହାକି ଏସ୍‌୨ ସବ୍‌ୟୁନିଟ୍‌ ଏବଂ ରିସିପ୍ଟର ବାଇଣ୍ଡିଂ ଡୋମେନ୍‌ (ଆର୍‌ବିଡି) ଭଳି କୋଭିଡ୍‌ ଭୂତାଣୁର ସ୍ପାଇକ୍‌ ପ୍ରୋଟିନକୁ ଯୋଡ଼ିଥାଏ। ବିଆର୍‌ଡି ସଂକ୍ରମିତଙ୍କୁ ଅଧିକ ସମୟ ଧରି ଭୂତାଣୁରୁ ସୁରକ୍ଷା ଦେଇଥାଏ। ଏହାକୁ ଘରର ସ୍ବାଭାବିକ ତାପମାତ୍ରାରେ ମଧ୍ୟ ରଖାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri