ଗରମରୁ ରକ୍ଷା ପାଇବାକୁ ଚାଇନା କରୁଛି କୃତ୍ରିମ ବର୍ଷା, ଶୁଖିଲା ୟାଂଗତ୍‌ଜି ନଦୀର ଗୋଟିଏ ଭାଗ

ସାଂଘାଇ,୧୮ ।୮: ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଛି ଚାଇନା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ୟାଂଗତ୍‌ଜି ନଦୀର ଗୋଟିଏ ଭାଗ ଶୁ୍‌ଖି ଯିବାରୁ ଏହା ଲୋକଙ୍କ ସମସ୍ୟାକୁ ଆହୁରି ବଢାଇ ଦେଇଛି । ଏହି ରେକର୍ଡ ଭଙ୍ଗା ଗରମ ଯୋଗୁ ଫସଲ ନଷ୍ଟ ହେବା ସହ ପ୍ରାଣୀମାନେ ଅଧିକ ପରିମାଣରେ ସମସ୍ୟା ଭୋଗୁଛନ୍ତି । ଏମିତିକି ପ୍ରାଣୀମାନେ ବହୁ ପରିମାଣରେ ଜଳକଷ୍ଟ ସହ୍ୟ କରି ନ ପାରିବାରୁ ସେମାନଙ୍କର ମୃତ୍ୟୁ ହେଉଛି ।
କେନ୍ଦ୍ରୀୟ ଚାଇନାର ହୁବେଇ ଅଞ୍ଚଳରେ ଏକ ବ୍ୟାପକ ପାଣିପାଗ ସଂଶୋଧନ କାର୍ଯ୍ୟକ୍ରମର ଘୋଷଣା କରାଯାଇଛି । ବର୍ଷା ସୃଷ୍ଟି କରିବା ପାଇଁ ବାଦଲରେ ଆୟୋଡାଇଡ ଛଡ ଚଲାଇବାକୁ ବିମାନକୁ ନିଯୁକ୍ତ କରାଯାଇଛି । ୟାଂଗତଜିର ଅନ୍ୟ ଅଞ୍ଚଳରେ ବି କୃତ୍ରମ ବର୍ଷା ପାଇଁ ପ୍ରସ୍ତୁତି ଚାଲିଛି । ହେଲେ ବାଦଲ ପତଳା ଥିବାରୁ କିଛି ମରୁଡି ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟକ୍ରମକୁ ରଦ୍ଦ କରାଯାଇଛି ।
ବୁଧବାର ପାଣିପାଗ ବିଶେଷଜ୍ଞମାନେ ରାଷ୍ଟ୍ରୀୟ ଜଳବାୟୁ କେନ୍ଦ୍ରର ତଥ୍ୟ ଆଧାରରେ କହିଛନ୍ତି ଚାଇନାରେ ହିଟୱେଭ ୬୪ ଦିନ ପର୍ଯ୍ୟନ୍ତ ଚାଲିବ । ୧୯୬୧ ପରେ ଏହା ସବୁଠାରୁ ଅଧିକ ଦିନର ହିଟୱେଭ । ଏବେ ଚାଇନାର କିଛି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବା ବେଳେ କିଛି ସ୍ଥାନରେ ଏହି ତାପମାତ୍ର ୪୪ ଡିଗ୍ରୀ ଅତିକ୍ରମ କରିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri