୨୪ ଘଣ୍ଟା ଯାଏ ରହିବ ହିଟ୍‌ୱେଭ: ଏହି ସବୁ ଜିଲାକୁ ସତର୍କତା ଜାରି

ଭୁବନେଶ୍ୱର,୬।୪: ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ହିଟ୍‌ୱେଭ ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ତେବେ କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀରକୁ ଜିଲାକୁ ସତର୍କତା ଜାରି କରାଯାଇଛି।

ଅନ୍ୟପଟେ, ଆଜି ଦିନ ସାଢ଼େ ୮ ସୁଦ୍ଧା କିଛି ସ୍ଥାନରେ ତାପମାତ୍ରା ୩୧ ଟପିଛି। ଚାନ୍ଦବାଲି ୩୧.୬, କେନ୍ଦୁଝର ୩୧, ସମ୍ବଲପୁର ଓ ଝାରସୁଗୁଡ଼ା ୩୦ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ୨୯.୮ ଡିଗ୍ରୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?