Posted inଖେଳ

ପ୍ରସିଦ୍ଧ କ୍ରିକେଟର୍‌ ହିଥ୍‌ ଷ୍ଟ୍ରିକଙ୍କ ପରଲୋକ

ହରାରେ,୩।୯: ଜିମ୍ବାୱେର ପୂର୍ବତନ କ୍ରିକେଟର ହିଥ୍‌ ଷ୍ଟ୍ରିକଙ୍କ ପରଲୋକ ଘଟିଛି। ୪୯ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ଦେଇଛନ୍ତି। ଏଥର ତାଙ୍କ ଦେହାନ୍ତ ଖବର ସମ୍ପୂର୍ଣ୍ଣ ସଠିକ। କାରଣ ମୃତ୍ୟୁ ଖବର ତାଙ୍କ ପରିବାର ପରିବାର ଦ୍ୱାରା ନିଶ୍ଚିତ ହୋଇଛି। ଏହାପୂର୍ବରୁ ତାଙ୍କ ଦେହାନ୍ତ ବିଷୟରେ ଗୁଜବ ପ୍ରଚାରିତ ହୋଇଥିଲା। ଏଥିରେ ହିଥ୍‌ ଷ୍ଟ୍ରିକ ନିଜେ କ୍ରୋଧ ପ୍ରକାଶ କରିଥିଲେ।
ହିଥ୍‌ ଷ୍ଟ୍ରିକଙ୍କ ସ୍ତ୍ରୀ ନାଦିନ ଫେସବୁକ ମାଧ୍ୟମରେ ହିଥ ଷ୍ଟ୍ରିକଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି। ସୂଚନା ବାଣ୍ଟିବାବେଳେ ନାଦିନ ଏକ ସୁନ୍ଦର ବାର୍ତ୍ତା ଲେଖିଥିଲେ।
ଜିମ୍ବାୱେ ପାଇଁ ଅନ୍ତର୍ଜାତୀୟ କ୍ୟାରିୟରରେ ହିଥ ଷ୍ଟ୍ରିକ ୬୫ ଟେଷ୍ଟ ଏବଂ ୧୮୯ଟି ଦିନିକିଆ ମ୍ୟାଚ ଖେଳିଥିଲେ। ନଭେମ୍ବର ୧୯୯୩ରେ ସେ ଜିମ୍ବାୱେ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ହିଥ୍‌ ବହୁତ ଭଲ ଅଲରାଉଣ୍ଡର ଥିଲେ। ସେ ଟେଷ୍ଟର ୧୦୨ ଇନିଂସରେ ବୋଲିଂ କରି ହାରାହାରି ୨୮.୧୪ରେ ୨୧୬ ଉଇକେଟ ନେଇଥିଲେ। ଟେଷ୍ଟର ୧୦୭ ଇନିଂସରେ ବ୍ୟାଟିଂ କରୁଥିବାବେଳେ ହେଥ ହାରାହାରି ୨୨.୩୫ରେ ୧୯୯୦ ରନ ସଂଗ୍ରହ କରିଥିଲେ। ଏହି ସମୟ ମଧ୍ୟରେ ସେ ଗୋଟିଏ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri