ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩ ଦିନ ତାତିରୁ ତ୍ରାହି ମିଳିବ ନାହିଁ ନିସ୍ତାର। ଆସନ୍ତା ୩ ଦିନ ପାଇଁ ରାଜ୍ୟରେ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରବିବାରଠାରୁ ୩ ଜିଲା ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁରକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ଜିଲାକୁ ଅରେଞ୍ଜ ଏବଂ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩ ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସୂଚନା ଯୋଗ୍ୟ, ଗତ ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର ମଧ୍ୟ ପାରଦ ଉପର ମୁହାଁ ରହିଥିଲା। ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶରେ ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ସେହିପରି ସମ୍ବଲପୁର ୪୨.୨, ଝାରସୁଗୁଡ଼ା ୪୧.୮ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି...

ଦ୍ୱିତୀୟ ବିବାହ ପାଇଁ ପୁଅଙ୍କୁ ହତ୍ୟା: ପଥର ଖାଦାନରୁ ମିଳିଲା ନିଖୋଜ ନାବାଳକର ମୃତଦେହ

ଜେନାପୁର/ଧର୍ମଶାଳା,୨୫।୪(ଅଶୋକ ଦାସ/ ବଟକୃଷ୍ଣ ପରିଡ଼ା): ଯାଜପୁର ଜିଲା ଜେନାପୁର ଥାନା ସାହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରୁ ନିଖୋଜ ହୋଇ ଯାଇଥିବା ୬ ବର୍ଷର ନାବାଳକ ଶିବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri