ଭଞ୍ଜନଗରରେ ବଢୁଛି ତାତି, ଘୁମୁସର ବନଖଣ୍ଡର ୩ ଜଙ୍ଗଲରେ ନିଆଁ; ବଢିଲା ବନ ବିଭାଗର ଚିନ୍ତା

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ୩ ଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିଲା। ସେଗୁଡିକ ହେଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ, କୁଲାଡ ଉପର ବାଗଦେବୀ ପାହାଡ ଏବଂ ଘୋଗଡ ଜଙ୍ଗଲ। ସେଥିମଧ୍ୟରୁ ଘୋଗଡ଼ ଜଙ୍ଗଲ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ସନ୍ଧ୍ୟାରେ ଗାନ୍ଧୀ କୈଳାସ ପାହାଡ଼ ନିଆଁକୁ ଭଞ୍ଜନଗର ଦମକଳ ବାହୀନି ନିୟନ୍ତ୍ରଣ କରିଛି। କୁଲାଡ ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ ପାଇଁ ବିଭାଗୀୟ କର୍ମଚାରୀ ମାନେ ଚେଷ୍ଟା ଚଳାଇଛନ୍ତି। ଅପରପକ୍ଷେ ଆଜି ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ବଢ଼ିଯାଇଛି। ତାପମାତ୍ରା ହଠାତ୍ ବୃଦ୍ଧି ପାଇବା ବେଳେ ଅନ୍ୟପଟେ ଜଙ୍ଗଲ ନିଆଁ ଚିନ୍ତା ବଢ଼ାଇଛି। ଡି ଏଫ୍ ଓ ହିମାଂଶୁ ଶେଖର ମହାନ୍ତି ପ୍ରତି କିଛି ଘଣ୍ଟା ବ୍ୟବଧାନରେ ଜଙ୍ଗଲ ନିଆଁ ଉପରେ ସମିକ୍ଷା କରୁଛନ୍ତି। ନିଆଁ ଯେଭଳି ଅଧିକ ଅଞ୍ଚଳରେ ନ ଲାଗିବ ସେଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ସୁଖୋଇ-୩୦ ଯୁଦ୍ଧବିମାନ ନିଖୋଜ; ରାଡାରରୁ ସମ୍ପର୍କ ବିଚ୍ଛିନ୍ନ, କ୍ରାଶ୍‌ ହୋଇଥିବା ସନ୍ଦେହରେ…

ଗୁଆହାଟୀ,୫।୩: ଆସାମରେ ଭାରତୀୟ ବାୟୁସେନାର ଏକ ସୁଖୋଇ-୩୦ MKI (Su-୩୦ MKI) ଯୁଦ୍ଧ ବିମାନ ରାଡାରରୁ ନିଖୋଜ ହୋଇଯାଇଛି। ବିମାନଟି ସହ ବାୟୁସେନାର ସମ୍ପର୍କ ବିଚ୍ଛିନ୍ନ ହୋଇଥିବା…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ…

କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ…

ବଡ଼ ଉପଲବ୍ଧି: କୋହଲିଙ୍କ ସମକକ୍ଷ ହେଲେ ସଞ୍ଜୁ ସାମସନ

ମୁମ୍ବାଇ,୫।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରେ ସଞ୍ଜୁ ସାମସନ ୪୨ ବଲରେ ୮୯ ରନ୍‌ କରିଥିଲେ। ଟି୨୦ ବିଶ୍ୱକପ୍‌ ନକ୍‌ଆଉଟ୍‌ ମ୍ୟାଚ୍‌ରେ ସଞ୍ଜୁ ସର୍ବାଧିକ ବ୍ୟକ୍ତିଗତ ସ୍କୋର…

ଘରକୁ ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ଅଜଣା ଗାଡ଼ି: ଚାଲିଗଲା ୨୨ ବର୍ଷୀୟ ଯୁବକଙ୍କ ଜୀବନ

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତର ସିର୍ସାମାହାଠାରେ ଏକ ଦୁର୍ଘଟଣା ଘଟିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଅଜଣା…

ଭାରି ପଡ଼ିଲା ଜିଦ୍‌: ସଞ୍ଜୁ ସାମସନଙ୍କ ବୁଝାଇବା ସତ୍ତ୍ୱେ ମାନିଲେ ନାହିଁ ଅଭିଷେକ, ଘଟିଲା ଏମିତି 

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲରେ ଯୁବ ବ୍ୟାଟର ଅଭିଷେକ ଶର୍ମା ପୁଣିଥରେ ପ୍ରଶଂସକଙ୍କୁ ନିରାଶ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ସେ ମାତ୍ର ୭ଟି ବଲ୍‌ରୁ…

ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ…

ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍‌ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!  

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ…

ପୁରୁଷୋତ୍ତମପୁରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ, ଦଳୀୟ ନେତୃବୃନ୍ଦ…

ପୁରୁଷୋତ୍ତମପୁର, ୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଓ ନଗର ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri