ତତଲା କଡ଼େଇରେ ରାଜଧାନୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିଚାଲିଛି। ଦିନ ୯ଟା ବେଳକୁ ଘରୁ ବାହାରିବା ଅସମ୍ଭବ ହୋଇପଡ଼ିଛି। ତେବେ ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୦.୪ ଡିଗ୍ରୀ ଥିଲା। ଫଳରେ ଲୋକେ ଅସହ୍ୟ ତାତିରେ ଆଉଟପାଉଟ ହୋଇଛନ୍ତି। ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri