ଲଗାଣ ବର୍ଷାରେ ବ୍ୟାପକ ଫସଲ କ୍ଷତି, ପରିବା ଦର ଆକାଶଛୁଆଁ

ଗଞ୍ଜାମ,୨୨ା୮(ଡି.ଏନ୍‌.ଏ.): କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡ଼ିଛି। ବିଶେଷକରି ଧାନ ଓ ପନିପରିବା ବର୍ଷା ଜଳ ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଅମଳ ସମୟରେ ଚାଷଜମିରେ ପାଣି ଜମି ପନିପରିବା ପଚି ନଷ୍ଟ ହୋଇଛି। ସେଥିରୁ ଯାହା ବାହାରେ ଚାଷୀ ବଜାରରେ ଆଣି ବିକ୍ରି କରେ। ଏଥିପାଇଁ ପନିପରିବା ଦର ଗଞ୍ଜାମ ସହରରେ ଆକାଶ ଛୁଆଁ ହୋଇଛି। ସଜନା ଛୁଇଁ, ବିନ୍ସ କିଲୋ ପିଛା ୧୦୦ ଟଙ୍କାରେ ବିକ୍ରି ହେଉଥିବl କାଙ୍କଡ଼ ୬୦, ପୋଟଳ ୬୦ ଫୁଲକୋବି ୮୦, ବାଇଗଣ ୫୦ରେ ବିକ୍ରି ହେଉଛି l ଏଥିସହ ନିତ୍ୟ ଅପରିହାର୍ଯ୍ୟ ଆଳୁ ଓ ପିଆଜ କିଲୋ ପିଛା ୩୦ ଟଙ୍କାରେ ବିକ୍ରି ହେଉଛି l ଯାହା ଖାଉଟିଙ୍କ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଝାଡଖଣ୍ଡ ଗଲେ ୧୫ ଶ୍ରମିକ

ଉଦଳା,୯ା୫(ଡି.ଏନ୍‌.ଏ.)- ରେଡ୍‌ ଜୋନ୍‌ରେ ରହିଥିବା ବାଲେଶ୍ୱର ଜିଲାର ଔପଦା ଅଞ୍ଚଳରୁ ୧୫ ଶ୍ରମିକ ଚାଲି ଚାଲି ନିଜ ରାଜ୍ୟ ଝାଡଖଣ୍ଡ ବାହୁଡ଼ିଛନ୍ତି । ଔପଦାଠାରେ କେନାଲ...

୧୦ ଲକ୍ଷ ଦେଲା ଏୟୁସିସି ବ୍ୟାଙ୍କ

ଢେଙ୍କାନାଳ ଅଫିସ୍‌, ୧।୪ – ଅନୁଗୋଳ ସଂଯୁକ୍ତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଏୟୁସିସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମଙ୍ଗଳବାର ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ା...

କଳାହାଣ୍ଡିରୁ ଲିକ୍‌ ହୋଇଛି ପ୍ରଶ୍ନପତ୍ର: କୁଳପତି

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ...

ସ୍କ୍ରାପ୍‌ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍‌ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍‌ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ...

କରୋନା ପାଇଁ ବୃତ୍ତି ବଦଳାଇଲେ ବ୍ୟବସାୟୀ: ଶସ୍ତାରେ ଯୋଗାଉଛନ୍ତି ପନିପରିବା

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ)- ଲକ୍‌ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ,...

ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ

ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲା ଜିଲା ଶିକ୍ଷା ବିକାଶ ପରିଷଦ

ଭବାନୀପାଟଣା,୨୮।୧୦(ଡି.ଏନ୍‌.ଏ.): ରାଜ୍ୟ ସରକାର କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିବାରୁ କଳାହାଣ୍ଡି ଶିକ୍ଷା ବିକାଶ ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବାସୁଦେବପୁର ବ୍ଲକର ୨ ପଞ୍ଚାୟତରୁ ଉଠିଲା କଣ୍ଟେନମେଣ୍ଟ

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରଓ ବିନାୟକ ପଞ୍ଚାୟତରେ ଗତ ୩ ତାରିଖରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ଶନିବାର ସନ୍ଧ୍ୟାରେ...

Advertisement
Archives

Model This Week