ହସ୍ତଶିଳ୍ପ ଷ୍ଟଲ୍‌ରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲରେ ପ୍ରବଳ ଭିଡ ଜମାଉଛନ୍ତି। ସେହିଭଳି ସୁଲଭ ମୂଲ୍ୟରେ ଗୁଣାତ୍ମକ ହ୍ୟାଣ୍ଡଲୁମ ପୋଷାକର ସମ୍ଭାର ଗ୍ରାହକ ପାଉଥିତ୍ବାବେଳେ ବୟନିକା ଷ୍ଟଲ ପକ୍ଷରୁ ମଧ୍ୟ ଆକର୍ଷଣୀୟ ୧୦+୨୦%ର ସ୍ବତନ୍ତ୍ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।

ଅପରପକ୍ଷରେ ମେଳା (ପ୍ରଦର୍ଶନୀ) ବୁଲା ସାଙ୍ଗକୁ ମନଲାଖି ଘରକରଣା ଜିନିଷ ଓ ପୋଷାକ ସୁଲଭ ମୂଲ୍ୟରେ ଗ୍ରାହକ ପାଇପାରୁଛନ୍ତି। ଉଲ୍ଲେଖଯୋଗ୍ୟ,୨୦୨୪ ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଏହି ପ୍ରଦଶର୍ନୀ ଏହାରି ମଧ୍ୟରେ ୮୦ ଦିନ ଅତିକ୍ରମ କରିସାରିଛି। ବିଶେଷ କରି ଗ୍ରାହକଙ୍କ ଚାହିଦା ଓ ବଜାର (ପ୍ରଦର୍ଶନୀ)ର ଆବଶ୍ୟକତାକୁ ଆଖି ଆଗରେ ରଖି ମେଳାର ଅବଧିକୁ ମଧ୍ୟ ୨୦୨୪ ମେ ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସେହିପରି ମେଳାର କାରବାର ଉତ୍ସାହଜନକ ରହିଥିବାରୁ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆଠାରେ ଜାରି ରହିଥିବା ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ ପ୍ରତ୍ୟହ ଦିବା ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?