ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏନେଇ ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାକୁ ନେଇ କୌଣସି ସତର୍କ ସୂଚନା ଦିଆଯାଇନଥିବା ବେଳେ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ବିଜୁଳି ଘଡ଼ଘଡ଼ି ମୁଖ୍ୟତଃ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ । ଏଥିପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ।କୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri