Posted inଜାତୀୟ

ସୀମାରେ ଜୋର୍‌ଦାର ଗୁଳି ବିନିମୟ

ଆର୍ନିଆ,୨୭ା୧୦୨୦୨୧ ପରେ ପାକିସ୍ତାନୀ ରେଞ୍ଜରମାନେ ପ୍ରଥମ ଥର ପାଇଁ ଅସ୍ତ୍ରବିରତି ଉଲ୍ଲଂଘନ କରି ସୀମାନ୍ତ ଅଞ୍ଚଳରେ ଜୋର୍‌ଦାର ଗୁଳିଗୋଳା ଓ ସେଲ୍‌ ମାଡ଼ କରିଛନ୍ତି। ଜମ୍ମୁ-କଶ୍ମୀରର ଆର୍ନିଆ ସେକ୍ଟରରେ ଗୁରୁବାର ରାତି ୮ଟାରୁ ଏହି ଗୁଳିବିନିମୟ ଆରମ୍ଭ ହୋଇ ୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିଲା।

ଭୟରେ ସୀମାନ୍ତ ଅଞ୍ଚଳର ଲୋକମାନେ ଘରଦ୍ୱାର ଛାଡ଼ି ପଳାଇଯାଇଛନ୍ତି। ଅନ୍ତର୍ଜାତୀୟ ସୀମା ଅନ୍ତର୍ଗତ କେତେକ ଗ୍ରାମରେ ବିବାହ ଉତ୍ସବ ଚାଲିଥିବା ବେଳେ ପାକ୍‌ ରେଞ୍ଜରଙ୍କ ଗୁଳିଗୋଳା ମାଡ଼ ଯୋଗୁ ତାହା ବାଧାପ୍ରାପ୍ତ ହୋଇଥିଲା। ଆର୍‌.ଏସ୍‌. ପୁରା ସେକ୍ଟରରେ ପାକିସ୍ତାନ ପଟୁ ସେଲ୍‌ ମାଡ଼ ଯୋଗୁ ବିବାହ ଭୋଜି ଛାଡ଼ି ଲୋକମାନେ ପଳାଇଯାଇଥିଲେ। ଭୋର ୩ଟା ପର୍ଯ୍ୟନ୍ତ ପାକିସ୍ତାନୀ ସେନା ସେଲ୍‌ ମାଡ଼ ଜାରି ରଖିଥିବା ବେଳେ ଏହାର ଠିକଣା ଜବାବ ଦିଆଯାଇଥିଲା ବୋଲି ଭାରତର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) କହିଛି। ପାକିସ୍ତାନୀ ଗୁଳିରେ ଜଣେ ବିଏସ୍‌ଏଫ୍‌ ଯବାନ ଓ ଜଣେ ମହିଳା ଆହତ ହୋଇଛନ୍ତି। ସେହିପରି ସେଲ୍‌ ମାଡ଼ରେ ସୀମାନ୍ତ ଗ୍ରାମର ବହୁ ଘର କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri