Posted inଜାତୀୟ

ଗୁଜରାଟରେ ପ୍ରଳୟଙ୍କରୀ ବନ୍ୟା, ବୁଡିଗଲା ୫୦ଲକ୍ଷ ଟଙ୍କାର ଅଡି

ଗାନ୍ଧିନଗର,୨୯।୮: ଗୁଜରାଟରେ ଲଗାଣ ବର୍ଷା ଫଳରେ ଏଠାରେ ବନ୍ୟା ପରିସ୍ଥିତି ଗମ୍ଭିର ହୋଇଛି। ଏପର୍ଯ୍ୟନ୍ତ ୧୮,୦୦୦ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଏଥି ସହିତ ଏପର୍ଯ୍ୟନ୍ତ ବନ୍ୟାରେ ୨୯ଜଣଙ୍କର ମୃତ୍ୟୁ ଘଟିଛି। ଅଗଷ୍ଟ ୩୦ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ମଧ୍ୟ ସତର୍କ ସୂଚନା ଜାରି କରିଛି।
ଏହି ବନ୍ୟାକୁ ନେଇ ଜଣେ ବ୍ୟକ୍ତି କହିଛନ୍ତି, ବର୍ଷା ଯୋଗୁଁ ଜଳସ୍ତର ବଢିଛି ଯାହା ଫଳରେ ତାଙ୍କର ତିନୋଟି କାର ନଷ୍ଟ ହୋଇଯାଇଛି। ଭଦୋଦରା ନିବାସୀ ରେଡ୍ଡିଟ ଉପରେ ପାଣିରେ ଫସି ରହିଥିବା ତାଙ୍କର ତିନି କାରର ଫଟୋ ପୋଷ୍ଟ କରିଛନ୍ତି। ଏହି ପୋଷ୍ଟ ଅନୁଯାୟୀ, ବର୍ଷା ଯୋଗୁଁ ଏକ ମାରୁତି ସୁଜୁକି ସିଆଜ, ଗୋଟିଏ ଫୋର୍ଡ ଇକୋସପୋର୍ଟ ଏବଂ ଏକ ଅଡି A6 ଯାହାର ମୂଲ୍ୟ ୫୦ ଲକ୍ଷରୁ ଅଧିକ ହେବ ବର୍ଷା ଯୋଗୁ ଏହା ଖରାପ ହୋଇଯାଇଛି।

ବର୍ଷା ଯୋଗୁ ପାଣିରେ ବୁଡ଼ି ଯାଇଥିବା କାରର ଫଟୋ ଶେୟାର କରିବାବେଳେ ବ୍ୟକ୍ତି ଜଣଙ୍କ ଲେଖିଥିଲେ, ବର୍ତ୍ତମାନ ବଞ୍ଚିବାକୁ ଆଉ କିଛି ନାହିଁ। ମୋର ସମସ୍ତ ପ୍ରିୟ କାରଗୁଡିକ ବର୍ତ୍ତମାନ ଭାଙ୍ଗି ଯାଇଛି। କମେଣ୍ଟ ସେକ୍ସନରେ, ୟୁଜର୍ସ କହିଛନ୍ତି, ‘ତାଙ୍କ ଘର ବାହାରେ ଆଠ ଫୁଟ ପାଣି ଥିଲା ଏବଂ ଗାଡି ଟାଣିବାକୁ କେହି ଆସିପାରିନଥିଲେ ଏହା ହେଉଛି ତୃତୀୟ ଥର। ପୂର୍ବ ସୋସାଇଟିରେ ଦୁଇଥର ଏବଂ ଏଥର ଏକ ନୂଆ ସ୍ଥାନରେ, ୪ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମୁଁ ଏଭଳି ପରିସ୍ଥିତିର ସାମ୍ନା କରିଛ। ଘର ବାହାରେ ୭-୮ ଫୁଟ ପାଣି ଅଛି ଏବଂ ଭିତରକୁ କେହି ଆସିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri