ଆଫଗାନିସ୍ତାନରେ ପ୍ରବଳ ବନ୍ୟା: ୨୦ ମୃତ

କାବୁଲ, ୨୧ା୮: ଆଫଗାନିସ୍ତାନର ଲୋଗାର ପ୍ରଦେଶରେ ଲଗାଣ ବର୍ଷା ଯୋଗୁ ଖୋସି ଜିଲାରେ ବନ୍ୟା ହୋଇଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଛନ୍ତି। ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଘର କ୍ଷତିଗ୍ରସ୍ତ ହୋଇଛି। ଗତ ସପ୍ତାହରେ ଆଫଗାନିସ୍ତାନର ଉତ୍ତର ଭାଗରେ ବନ୍ୟା ଯୋଗ ଅନୂ୍ୟନ ୩୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଯୁଦ୍ଧ ପ୍ରଭାବିତ ଏହି ଦେଶରେ ପ୍ରତି ବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଲୋକଙ୍କ ଦୁର୍ଦ୍ଦଶା ବଢ଼ାଉଛି। ପ୍ରତ୍ୟେକ ବର୍ଷ ଏଥିଯୋଗୁ ୨ ଲକ୍ଷ ଲୋକ ପ୍ରଭାବିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟ ନାହିଁ,ଏପ୍ରିଲ୍‌ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !

ଓ୍ବାଶିଂଟନ,୨୧।୩: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ...

୯ ହଜାର ଡାକ୍ତର, ନର୍ସ କରୋନା ସଂକ୍ରମିତ: ଧ୍ୟାନର ସାହାରା ନେଲା ସ୍ପେନ୍‌ ହସ୍ପିଟାଲ!

ମ୍ୟାଡ୍ରିଡ୍‌,୩୦।୩: କରୋନା ସଂକ୍ରମଣ ଏବେ ଇଟାଲୀ ଓ ଆମେରିକାରେ ଅଧିକ ପରିମାଣରେ ଦେଖାଦେଇଥିବା ବେଳେ ସ୍ପେନ ମଧ୍ୟ କିଛି ପଛରେ ନାହିଁ। ଏବେ ସ୍ପେନରେ ୮୦...

ରଣକ୍ଷେତ୍ରରେ ବାହାହେଲେ ଦୁଇ ଯବାନ

କ୍ୱିଭ,୮।୩: ରୁଷିଆର ଘନ ଘନ ଆକ୍ରମଣ ପରେ କ୍ୱିଭ୍‌ର ସ୍ଥିତି ଏକ ପ୍ରକାର ବିଗିଡ଼ି ଯାଇଛି। ଏଭଳି ସଙ୍କଟାପନ୍ନ ପରିସ୍ଥିତି ଭିତରେ ରାଜଧାନୀରେ ଦେଖିବାକୁ ମିଳିଛି...

ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ...

ଅଣୁଅସ୍ତ୍ର ଭୟ ଦେଖାଇଲେ ପୁଟିନ୍‌

ଓ୍ବାର୍ସା,୨୬ା୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ବିଶ୍ୱ ନେତାମାନଙ୍କୁ ଖୋଲାଖୋଲି ଭାବେ ଆଣବିକ ଅସ୍ତ୍ର ବ୍ୟବହାର କରିବାର ଭୟ ଦେଖାଇଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ...

ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା

ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ...

କଦଳୀର ଦାମ୍‌ ୮୫ଲକ୍ଷ ଟଙ୍କା

ଟଙ୍କାଏ କି ଦୁଇ ଟଙ୍କା ନୁହେଁ ବରଂ ୮୫ଲକ୍ଷ ଟଙ୍କାର କଦଳୀ ଖାଇ ଏବେ ଜଣେ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ଆଉ ଏହାକୁ ଖାଇବା ପରେ...

ସଂସଦର ହୋ ହାଲ୍ଲା ଭିତରେ ପ୍ରେମୀକାଙ୍କୁ ପ୍ରପୋଜ୍‌ କଲେ ସାଂସଦ

ବହୁଥର ଦେଖିବାକୁ ମିଳେ ପ୍ରେମୀକାଙ୍କୁ ନିଜ ମନର କଥା କହିବା ପାଇଁ ପ୍ରେମୀକମାନେ ନିଆରା ଢ଼ଙ୍ଗ ଆପଣାଥାନ୍ତି। ହେଲେ କେବେ ଶୁଣିଛନ୍ତି କି, କେହି ଏମ୍‌ପି...

Advertisement
Archives

Model This Week