Posted inଜାତୀୟ

ଘନ କୁହୁଡ଼ି: ବିମାନ ଉଡ଼ାଣ ବାତିଲ, ରେଳ ସେବା ବ୍ୟାହତ, ଏକ୍ସପ୍ରେସ୍‌ ଓ୍ବେରେ ୨୫ ଗାଡ଼ି ଦୁର୍ଘଟଣା

ନୂଆଦିଲ୍ଲୀ,୧୬।୧: ଘନ କୁହୁଡି ଯୋଗୁ ଦିଲ୍ଲୀ ଏନ୍‌ସିଆର୍‌ରେ ସଙ୍କଟ ସୃଷ୍ଟି ହୋଇଛି। ୨-୩ ମିଟର ଦୂରରୁ ଦେଖିବା ମଧ୍ୟ ସମ୍ଭବ ହେଉ ନାହିଁ। ସୁରକ୍ଷା ଦୃଷ୍ଟିରୁ କେତେକ ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ସେହିପରି ଟ୍ରେନ୍‌ ଚଳାଚଳ ମଧ୍ୟ ବ୍ୟାହତ ହୋଇଛି। ୨୪ ଟ୍ରେନ୍‌ ଗନ୍ତବ୍ୟ ପଥରେ ନିର୍ଦ୍ଧାରିତ ସମୟଠାରୁ ପଛୁଆ ଚାଲୁଥିବା ଜଣାପଡ଼ିଛି। ଲକ୍ଷ୍ନୌ, ଦିଲ୍ଲୀ ଏବଂ ଅମୃତସରରେ ଘନ କୁହୁଡ଼ି ଯୋଗୁ ଟ୍ରାଫିକ୍‌ ଚଳାଚଳରେ ବାଧା ଉପୁଜିଛି। ଗାଜିଆବାଦ୍‌ର ଇଷ୍ଟର୍ନ ପେରିଫେରଲ ଏକ୍ସପ୍ରେସ୍‌ ଓ୍ବେରେ ଲୋ ଭିଜିବିଲିଟି ଯୋଗୁ ୨୫ ଗାଡ଼ି ମଧ୍ୟରେ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ପୋଲିସ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହିତ ଟ୍ରାଫିକ୍‌ ନିୟନ୍ତ୍ରଣ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri