୯ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ଶୀତ ଆହୁରି କମିବ ଓ ତାପମାତ୍ରା ଆହୁରି ବଢ଼ିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇଥିବାରୁ ଆଗାମୀ ୩ ଦିନ ରାଜ୍ୟର ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ଅନେକ ଜିଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦୁଝର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଜିଲାରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଉପକୂଳ ଜିଲା ଏବଂ କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଏବଂ କନ୍ଧମାଳ ଜିଲାରେ ହାଲୁକା କୁହୁଡ଼ି ହେବ ବୋଲି ଅନୁମାନ କରାଯାଇଛି।
ଆସନ୍ତା ୧୭ ତାରିଖରେ ପାଗ ବଦଳିବ। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଉତ୍ତର ଦିଗରୁ ଥଣ୍ଡା ଶୁଷ୍କବାୟୁ ପ୍ରବାହ ହ୍ରାସ ପାଇବା ପରେ ରାଜ୍ୟକୁ ଆରବ ସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି। ଫଳରେ ରାତ୍ରିର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଗୁରୁଚାପ ବଳୟ ଯୋଗୁ ବିଭିନ୍ନ ସ୍ଥାନରେ ଘନକୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri