ଟୁଇନ୍‌ ସିଟିରେ ପ୍ରବଳ କୁହୁଡ଼ି, ୧୦୦ ମିଟର ଆଗକୁ ଦେଖାଯାଉନି ରାସ୍ତା

ଭୁବନେଶ୍ବର,୧୧।୧: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି।

ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି ରହିଛି। ୧୦ ସହରରେ ପାରଦ ୧୦ ଡିଗ୍ରୀ ଓ ଏହା ତଳେ ରହିଛି। ତେବେ ରବିବାରଠାରୁ ଶୀତ କମିବ ଓ ୧୬ ତାରିଖରୁ ପୁଣି ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁଙ୍କ ସୂଚନାନୁସାରେ, ୧୨ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ। ଫଳରେ ଶୀତ ଲହରିରେ ବ୍ରେକ ଲାଗିବ। ମାତ୍ର ୧୬ ତାରିଖରୁ ପୁଣି ଥଣ୍ତାର ପ୍ରଭାବ ବଢ଼ିବ। ଫେବୃଆରୀ ଦ୍ୱିତୀୟ ସପ୍ତାହ ଯାଏ ଥଣ୍ତା ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ ସଂଶୋଧିତ ହୋଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।...

ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ, କହିଲେ ସରେଣ୍ଡର କର ନ ହେଲେ…

ଭୁବନେଶ୍ୱର,୨୨।୧:ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ କରୁଛି ସରେଣ୍ଡର କରିଯାଆନ୍ତୁ ।...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri