କିଭ୍‌ରେ ରୁଷିଆ ପକ୍ଷରୁ ଜୋରଦାର କ୍ଷେପଣାସ୍ତ୍ର ମାଡ଼, ଜଣେ ମୃତ-୨୮ ଆହତ…

କିଭ୍‌,୧।୧ : ଶନିବାର-ରବିବାର ବିଳମ୍ବିତ ରାତିରେ ରୁଷିଆ ପକ୍ଷରୁ ୟୁକ୍ରେନ୍‌ ଉଉପରେ ଜୋରଦାର କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ୟୁକ୍ରେନ୍‌ ଉପରେ ୨୦ରୁ ଅଧିକ କ୍ରୁଜ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ୟୁକ୍ରେନ୍‌ ବାୟୁସେନା ପକ୍ଷରୁ ପାଲଟା ଆକ୍ରମଣ କରାଯାଇ ୧୨ଟି କ୍ଷେପଣାସ୍ତ୍ରକୁ ଗୁଳ କରି ଖସାଇ ଦିଆଯାଇଥିଲା। ଏହି ସୂଚନା ୟୁକ୍ରେନ ମିଡିଆ ପ୍ରକାଶନ ଦି କିଭ ଇଣ୍ଡିପେଣ୍ଡେଣ୍ଟ ଦ୍ୱାରା ପ୍ରଦାନ କରାଯାଇଛି।

ୟୁକ୍ରେନର ସେନାଧ୍ୟକ୍ଷ ଭାଲେରୀ ଜାଲୁଜଲି କହିଛନ୍ତି ଯେ କ୍ରୁଜ କ୍ଷେପଣାସ୍ତ୍ର ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହି ଘଟଣାରେ ୨୮ଜଣ ଆହତ ହୋଇଛନ୍ତି। ସୈନ୍ୟ କମାଣ୍ଡର କହିଛନ୍ତି ଯେ ବାୟୁସେନା କିଭ୍‌ରେ ୬ଟି, ଉତ୍ତର ଜାଇଟୋମିର ଅଞ୍ଚଳରେ ପାଞ୍ଚଟି ଏବଂ ପଶ୍ଚିମ ଖେମେଲନିଟସ୍କି ଅଞ୍ଚଳରେ ଗୋଟିଏ ରୁଷିଆ କ୍ଷେପଣାସ୍ତ୍ରକୁ ଗୁଳି କରି ଖସାଇ ଦେଇଛି।

ୟୁକ୍ରେନ ଗଣମାଧ୍ୟମ ଦାବି କରିଛି ଯେ ରୁଷିଆ ପକ୍ଷରୁ ମାଡ଼ ହୋଇଥିବା କ୍ଷେପଣାସ୍ତ୍ର ଦକ୍ଷିଣ, ପୂର୍ବ ଏବଂ ପଶ୍ଚିମରେ ସାଧାରଣ ନାଗରିକଙ୍କ ଉପରେ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri