Posted inଜାତୀୟ

ବାଦଲ ଫଟା ବର୍ଷା: ୩ ମୃତ, ସ୍ଥିତି ଗମ୍ଭୀର

ଜମ୍ମୁ-କଶ୍ମୀର,୨୬।୮: ଜମ୍ମୁ-କଶ୍ମୀରରେ ପ୍ରବଳ ବର୍ଷା ଜାରି ରହିଛି। ଏପରିକି ଡୋଡାରେ ବାଦଳଫଟା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ବର୍ଷା ବିତ୍ପାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୧୫ଟି ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଏପରିକି ୨୭ ଅଗଷ୍ଟରେ ହେବାକୁ ଥିବା ଦଶମ ଏବଂ ଏକାଦଶ ଶ୍ରେଣୀର ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଜମ୍ମୁ ଏବଂ କଶ୍ମୀର ସ୍କୁଲ ଶିକ୍ଷା ବୋର୍ଡ ପକ୍ଷରୁ ପରୀକ୍ଷା ସମ୍ପର୍କରେ ନୂତନ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି।

ତିନି ଦିନ ଧରି ଅଞ୍ଚଳରେ ଲଗାଣ ବର୍ଷା ହେଉଥିବା ବେଳେ ସୋମବାର ରାତିରେ ପ୍ରବଳ ବର୍ଷା ହୋଇଛି। ଚାରୱା ଏବଂ ରାରହାର ଦୁଇଟି ସ୍ଥାନରେ ବାଦଲ ଫଟା ବର୍ଷା ହୋଇଛି। ଫଳରେ କେତେକ ସ୍ଥାନରେ ଫୁଟ ବ୍ରିଜ ଧୋଇ ଯାଇଥିବା ଜଣାପଡିଛି। ଏପରିକି ଚେନାବ ନଦୀର ବିପଦ ସ୍ତର ଉପରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri